Tag Archives: water

ପୁଣି ୪ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୧୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ପରିମାଣର ବୃଦ୍ଧି ପାଇଛି। ଏହାସହ ଜଳଭଣ୍ଡାରର ଜଳସ୍ତର ମଧ୍ୟ କ୍ରମଶଃ ବୃଦ୍ଧି ପାଇ ଏହାର ସର୍ବୋଚ୍ଚ ଜଳଧାରଣ କ୍ଷମତାର ନିକଟତର…

ଶ୍ମଶାନକୁ ରାସ୍ତା ନାହିଁ, କେନାଲ ପାର୍‌ ହୋଇ ଶବଦାହ କଲେ ଗ୍ରାମବାସୀ

ଗଞ୍ଜାମ,୧୬ା୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ଗଡ଼ହୁମ୍ମା ଗ୍ରାମ ନିକଟରେ ରହିଛି ବାଉଁସିଆ ପଡ଼ା ଗ୍ରାମ। ଶବଦାହ ପାଇଁ ଗ୍ରାମବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। ଶବଦାହ କରିବା ପାଇଁ ଶ୍ମଶାନ ନାହିଁ। ଶବଦାହ କରିବାକୁ…

ଜାରକା ପୋଲିସ ବିଟ୍‌ ହାଉସ୍‌ ଛାତରୁ ଗଳୁଛି ପାଣି, ଭାଙ୍ଗିପଡ଼ିଛି ନାମଫଳକ

ଧର୍ମଶାଳା,୧ା୮(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧିନସ୍ଥ ଜାରକା ପୋଲିସ ବିଟ୍‌ ହାଉସ୍‌ (ଫାଣ୍ଡି) ବର୍ତ୍ତମାନ ବିଭିନ୍ନ ଅବ୍ୟବସ୍ଥା ମଧ୍ୟରେ ଘେରି ରହିଛି। ବର୍ଷା ହେଲେ ବିଟ୍‌ ହାଉସର ଛାତରୁ ପାଣି ଗଳୁଥିବା ବେଳେ ପ୍ରବେଶ ପଥର ନାମଫଳକ ଭାଙ୍ଗି…

ଲୋୟର ସୁକତେଲର ୩ ଗେଟ୍‌ ଖୋଲିଲା: ଛଡ଼ାଗଲା ପ୍ରଥମ ବନ୍ୟାଜଳ, ପାଣିଘେରରେ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର,୨୬ା୭(ସୁନିଲ କୁମାର ମହାନ୍ତି): ଉପରମୁଣ୍ଡରେ ପ୍ରବଳ ଲଗାଣ ବର୍ଷା ଯୋଗୁ ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମର ୩ଟି ଗେଟ୍‌ ଖୋଲାଯାଇଛି। ରବିବାର ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଡ୍ୟାମ୍‌ରୁ ଛଡ଼ା ଯାଇଛି। ଚଳିତ ବର୍ଷ ଡ୍ୟାମ୍‌ରେ ପୂର୍ଣ୍ଣ କ୍ଷମତା ପର୍ଯ୍ୟନ୍ତ ପାଣି…

ଗାଧୋଇବାକୁ ଯାଇ ଫେରିଲେନି ଯୁବକ, ପାଣିରୁ ମୃତଦେହ କାଢ଼ି…

ଖଲ୍ଲିକୋଟ,୧୧ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଭେଜିପୁଟ ଗ୍ରାମ ୧୬ ନଂ ଜାତୀୟ ରାଜପଥ କଡ଼ରେ ଥିବା ଦୋଳା ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମୃତ ଯୁବକ ଜଣଙ୍କ ରଞ୍ଜନ ନାୟକ…

ଘୋଡ଼ାହାଡ଼ ଡ୍ୟାମ୍‌ରୁ ଛଡ଼ାଗଲା ପାଣି, ଖୋଲିଲା ୨ ଗେଟ୍‌

ଦିଗପହଣ୍ଡି,୫ା୭(ଅଶେଷ ନାଥ ମିଶ୍ର): ଦକ୍ଷିଣ ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରବିବାର ସକାଳୁ ଦିଗପହଣ୍ଡି ଅଞ୍ଚଳରେ ବର୍ଷା ହୋଇଛି। ବର୍ଷା ଯୋଗୁ ଜଳସମ୍ପଦ ବିଭାଗ ଅଧୀନ ଦିଗପହଣ୍ଡିସ୍ଥିତ ଘୋଡ଼ାହାଡ ଡ୍ୟାମରୁ ସ୍ପିଲଓ୍ବେ ମୁଖ୍ୟ ଫାଟକର ୨ଟି ଗେଟ୍‌ ଦେଇ…

ନଦୀ ଭିତରେ ମାଡ଼ିଗଲାଣି ବୁଦାଳିଆ ଜଙ୍ଗଲ,ସୁରକ୍ଷା ପ୍ରତି ସରକାରଙ୍କ ନଜର ନାହିଁ

ବଡ଼ଗାଁ,୩୦ା୫(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା, ବଡ଼ଗାଁ, ଫୁଲବାରୀ ଓ ଭୋଇପାଲି ପଞ୍ଚାୟତର କେତେକ ଗ୍ରାମ ନିକଟ ଦେଇ ପ୍ରବାହିତ ସଫେଇ ନଦୀ କ୍ରମଶଃ ମୃତ୍ୟୁ ମୁଖକୁ ଚାଲିଯାଉଛି। ୩୦ରୁ ୪୦ ବର୍ଷ ପୂର୍ବେ ଏହି ନଦୀର…

ବଢୁଛି ଖରା, ପିଇବାକୁ ପାଣି ନାହିଁ

କେନ୍ଦ୍ରାପଡ଼ା,୨୩ା୪(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ପାରଦ ୪୦ ଡିଗ୍ରୀ ଉପରେ ଅଛି। ମହାନଦୀ, ବାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା ୭ ନଦୀ ଶୁଖିଲା ପଡ଼ିଛିି। ଜନଜୀବନ ପାଇଁ ପାଣି ନାହିଁ। ଜିଲା ପ୍ରଶାସନର ଜନଶୁଣାଣି ଶିବିରରେ ଏପ୍ରକାର ଅଭିଯୋଗ ବଢ଼ିଛାଲିଛି।…

ମାଟିରେ ପ୍ଲାଷ୍ଟିକ୍‌ ପୋତିହୋଇ ଜଳଧାରଣ ହ୍ରାସ

ପଟ୍ଟାମୁଣ୍ଡାଇ,୧ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ପ୍ଲାଷ୍ଟିକର ବ୍ୟବହାର ବହୁଳ ଭାବରେ ବଢ଼ିଚାଲିଛି। ସହର ସାରା କୁଢ଼ କୁଢ଼ ପ୍ଲାଷ୍ଟିକ ଅଳିଆ ଓ ଆବର୍ଜନା ପଡ଼ି ରହୁଥିବା ବେଳେ ଏହାକୁ ଉଠା ଯାଉ ନ ଥିବା ଦେଖିବାକୁ ମିଳିଛି।…

ପୋଖରୀ ହୁଡ଼ାରେ ପ୍ୟାଣ୍ଟ ଶର୍ଟ, ପାଣି ଭିତରେ ମୃତଦେହ

ବଲାଙ୍ଗୀର,୪ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍ବବୃହତ ମହାରାଣୀ ପୋଖରୀ ପାଣିରେ ଭାସୁଥିବା ଏକ ମୃତଦେହକୁ ଜବତ କରିଛି ଅଗ୍ନିଶମ ବିଭାଗ। ସୂଚନାନୁଯାୟୀ, ଆଜି ଦିନ ବେଳେ ମହାରାଣୀ ସାଗର ଜଳାଶୟ କେହି ଜଣେ ଭାସୁଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ।…

ଡ୍ରେନ୍‌ ଦେଇ ଫଟା ପାଇପ୍‌ରେ ଯାଉଛି ପାଣି, ବ୍ୟାପୁଛି ରୋଗ

ଭଞ୍ଜନଗର,୨୪ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କେତେକ ସ୍ଥାନରେ ପାଇପ୍‌ ଯୋଗେ ଯୋଗାଣ ହେଉଥିବା ପାଣିର ସ୍ବଚ୍ଛତା ନେଇ ପ୍ରଶ୍ନ ଉଠୁଛି। କିନ୍ତୁ ଏଥିପ୍ରତି ପଞ୍ଚାୟତ ଏବଂ ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧିକାରୀମାନେ ବିଶେଷ ଗୁରୁତ୍ୱ ଦେଉ…

କୋଟି କୋଟି ଟଙ୍କା ଖର୍ଚ୍ଚ ପରେ ବି ଲୋକଙ୍କୁ ମିଳୁନି ପାଣି

କର୍ଲାମୁଣ୍ଡା,୯ା୧(ପ୍ରଦୀପ କୁମାର ସାହୁ): ସରକାର ସମସ୍ତଙ୍କୁ ପିଇବା ପାଣି ଯୋଗାଇବା ନିମନ୍ତେ ବିଭନ୍ନ ସ୍ଥାନରେ ବସୁଧା ଯୋଜନାରେ ପାଣି ଟାଙ୍କି ନିର୍ମାଣ କାର୍ଯ୍ୟ ଟେଣ୍ଡର ଜରିଆରେ ବ୍ୟବସ୍ଥା କରିଥିଲେ ହେଁ, ଯୋଜନାଗୁଡ଼ିକ ଠିକ୍‌ ସମୟରେ ସମ୍ପୂର୍ଣ୍ଣ ହେଇ ପାରୁ ନ ଥିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?