ଜଳପ୍ରପାତରେ ବୁଡ଼ି ଚାଲିଗଲା ୨ ଯୁବକଙ୍କ ଜୀବନ କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ଚନ୍ଦନଗିରି ନିକଟ ପାଟହରା ଜଳପ୍ରପାତରେ ବୁଡ଼ି ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ସଠିକ୍ କାରଣ ଜଣାପଡ଼ି ନ ଥିଲେ ହେଁ ଫଟୋ ଉଠାଉଥିବା ବେଳେ ଗୋଡ଼ ଖସିଯିବାରୁ ପାଣିରେ...