Video: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଆଲିଙ୍ଗନ କରି ସ୍ୱାଗତ କଲେ ରାଷ୍ଟ୍ରପତି ଟ୍ରମ୍ପ, କହିଲେ “ଆମେ ତୁମକୁ ବହୁତ…” ନୂଆଦିଲ୍ଲୀ,୧୪।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର (ସ୍ଥାନୀୟ ସମୟ) ୱାଶିଂଟନ ଡିସିର ହ୍ୱାଇଟ୍ ହାଉସର ୱେଷ୍ଟ ୱିଙ୍ଗ ଲବିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସ୍ୱାଗତ କରିଥିଲେ। ଉଭୟ ନେତା ପରସ୍ପରକୁ ସ୍ୱାଗତ କରିବା ସମୟରେ ଏକ ଉଷ୍ମ ଆଲିଙ୍ଗନ...