ଜାନୁଆରୀରେ ୧.୫% ଦୁର୍ବଳ ହେଲାଣି ଟଙ୍କା
ମୁମ୍ବାଇ,୨୨ା୧(ବ୍ଲୁମ୍ବର୍ଗ/ପି.ଟି.): ୨୦୨୫ ଡିସେମ୍ବର ୧୬ରେ ଭାରତୀୟ ମୁଦ୍ରା ୯୧.୧୪ ଟଙ୍କାକୁ ଖସି ସର୍ବକାଳୀନ ନିମ୍ନସ୍ତରକୁ ଛୁଇଁଥିଲା। ସେବେଠୁ ଅଦ୍ୟାବଧି ଟଙ୍କା ୧.୫% ଦୁର୍ବଳ ହୋଇଥିବା ଫରେକ୍ସ ଟ୍ରେଡର୍ସ କହିଛନ୍ତି। ଭୂରାଜନୈତିକ ଅନିଶ୍ଚିତତା ବୃଦ୍ଧି, ଆମେରିକାର ବିସ୍ତାରବାଦୀ ପଦକ୍ଷେପ ପୁଞ୍ଜି ବଜାରକୁ ବିପଜ୍ଜନକ...


