weakens

ଜାନୁଆରୀରେ ୧.୫% ଦୁର୍ବଳ ହେଲାଣି ଟଙ୍କା

ମୁମ୍ବାଇ,୨୨ା୧(ବ୍ଲୁମ୍‌ବର୍ଗ/ପି.ଟି.): ୨୦୨୫ ଡିସେମ୍ବର ୧୬ରେ ଭାରତୀୟ ମୁଦ୍ରା ୯୧.୧୪ ଟଙ୍କାକୁ ଖସି ସର୍ବକାଳୀନ ନିମ୍ନସ୍ତରକୁ ଛୁଇଁଥିଲା। ସେବେଠୁ ଅଦ୍ୟାବଧି ଟଙ୍କା ୧.୫% ଦୁର୍ବଳ ହୋଇଥିବା ଫରେକ୍ସ ଟ୍ରେଡର୍ସ କହିଛନ୍ତି।…

5 hours ago