Tag Archives: Weather

ଆହୁରି ଦୁଇଦିନ ପ୍ରବଳ ଥଣ୍ଡା: ଥରିବ ଏସବୁ ଜିଲା

ଭୁବନେଶ୍ୱର,୧୬ା୧(ବନ୍ଦନା ସେଠୀ): ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ପ୍ରବଳ ଥଣ୍ଡାରେ ଜନଜୀବନ ଅସ୍ତବ୍ୟସ୍ତ ହେଉଥିବାବେଳେ ଆହୁରି ୨ଦିନ ଏଭଳି ସ୍ଥିତି ଲାଗି ରହିବ। ଏହାପରେ ସର୍ବନିମ୍ନ ତାପମାତ୍ରାରେ ୨ରୁ ୪ ଡିଗ୍ରୀ ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ…

୧୦ ଡିଗ୍ରୀ ତଳେ ରାଜ୍ୟର ୨୮ ସହର: ଟ୍ବିନ୍‌ସିଟିରେ ଅସମ୍ଭାଳ ଶୀତ, ସର୍ବନିମ୍ନ ତାପମାତ୍ରା ରହିଛି…

ଭୁବନେଶ୍ୱର,୧୦ା୧: ଟ୍ବିନସିଟି କଟକ ଓ ଭୁବନେଶ୍ବରରେ ଅସମ୍ଭାଳ ଶୀତ ଅନୁଭୂତ ହେଉଛି। କଟକରେ ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ ଥିବାବେଳେ ଭୁବନେଶ୍ୱରରେ ୯.୨ ଡିଗ୍ରୀ ତାପମାତ୍ରା ରହିଛି। ଶୀତର ପ୍ରକୋପ ଯୋଗୁ ଲୋକେ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ଘରୁ ବାହାରି ପାରୁନାହାନ୍ତି।…

ଆହୁରି ୩ ଦିନ ଶୀତରେ ଥରିବେ ରାଜ୍ୟବାସୀ, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୯ା୧୨: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ପାଣିପାଗ ବିଭାଗର ସତର୍କ ସୂଚନା, ଆଜିଠାରୁ ସପ୍ତାହେ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୧।୧୦: ପାଣିପାଗ ବିଭାଗର ସୂଚନା ଅନୁଯାୟୀ ମଙ୍ଗଳବାରଠାରୁ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ବଙ୍ଗୋପସାଗରରେ ଏହି ଲଘୁଚାପ ସୃଷ୍ଟି ହେବ। ଆସନ୍ତାକାଲି ଏହା ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ୨୦ ଜିଲାକୁ ପାଣିପାଗ ବିଭାଗ…

୨୩ରେ ଅବପାତ ରୂପ ନେବ ଘୂର୍ଣ୍ଣିବଳୟ: ପ୍ରବଳ ବର୍ଷା ପବନ ସହ ବଜ୍ରପାତ, ଏସବୁ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର,୨୦ା୧୦: ଆସୁଛି ଲଘୁଚାପ। ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ସୁଦ୍ଧା ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ। ଏହା ୨୩ ତାରିଖରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।…

ଅତି ପ୍ରବଳ ବର୍ଷା: ଏହି ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର,୩୦ା୭(ଅନୁରାଧା ମହାରଣା)- ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଥିବାରୁ ବିଭିନ୍ନ ଜିଲାରେ ବର୍ଷା ଲାଗିରହିଛି। ବୁଧବାର ଭଦ୍ରକରେ ସର୍ବାଧିକ ୪୩ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ଯାଜପୁରରେ ୨୫ ମିମି. ଚାନ୍ଦବାଲିରେ ୨୪.୪ ମିମି, କେନ୍ଦୁଝରରେ ୮.୮ ମିମି, ବାରିପଦାରେ…

ଆସନ୍ତା ୨ଦିନ ବଜ୍ରପାତ ସହ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର,୨୯।୭(ଅନୁରାଧା ମହାରଣା)- ରାଜ୍ୟରେ ମୌସୁମୀ ସକ୍ରିୟ ରହିଥିବାବେଳେ ମଙ୍ଗଳବାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହୋଇଛି। ତେବେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବୁଧବାର…

କାଲିଠାରୁ ୭ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୦ା୬(ଅନୁରାଧା ମହାରଣା) – ରାଜ୍ୟରେ କିଛିଦିନ ହେବ ଖରା, ଗୁଳୁଗୁଳି ସହ ବର୍ଷା ହେଉଛି। ହେଲେ ଗୁରୁବାରଠାରୁ ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ପାଇବ। ତା’ସହିତ ଗୁଳୁଗୁଳି ବି କମିବ। ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ…

ତାଣ୍ଡବ ରଚିବ ବର୍ଷା ସହ ଝଡ଼, ୪ ଦିନ ପାଗରେ ହେବ ବଡ଼ ପରିବର୍ତ୍ତନ

ଭୁବନେଶ୍ୱର,୧୯।୫: ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଅନୁମାନ କରାଯାଇଛି। ଆସନ୍ତା ୨୩ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏ…

ପାଣିପାଗ ବିଭାଗର ବଡ଼ ଚେତାବନୀ, ଏପ୍ରିଲ, ମେ, ଜୁନରେ ହେବ ଅସହ୍ୟ, ଗରମ

ନୂଆଦିଲ୍ଲୀ,୫।୪: ଦିଲ୍ଲୀ ସମେତ ଦେଶର ଅଧିକାଂଶ ସ୍ଥାନରେ ପ୍ରଚଣ୍ଡ ସୂର୍ଯ୍ୟକିରଣ ତା’ର ପ୍ରଭାବ ଦେଖାଇବା ଆରମ୍ଭ କରିଛି। ଏହି ବର୍ଷ, ରାଜସ୍ଥାନ ଏବଂ ଗୁଜରାଟ ସମେତ ଅନେକ ରାଜ୍ୟରେ ସମୟ ପୂର୍ବରୁ ଗରମ ପ୍ରବାହ ଦେଖାଦେଇଥିଲା। ସାଧାରଣତଃ ପ୍ରତିବର୍ଷ ମେ-ଜୁନ ମାସରେ…

ଆଉ ୩ ଦିନ ଘନ କୁହୁଡ଼ି: ଏସବୁ ଜିଲାକୁ ୱାର୍ନିଂ

ଭୁବନେଶ୍ୱର, ୬।୨: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ଅନେକ ଜିଲାରେ ବର୍ଷା ହେବାର ସମ୍ଭାବନା ଥିବା ନେଇ ଗୁରୁବାର ଭାରତୀୟ ପାଣିପାଗ ଆଞ୍ଚଳିକ କେନ୍ଦ୍ର ପୂର୍ବାନୁମାନ କରିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ଗଞ୍ଜାମ, ଗଜପତି, ରାୟଗଡ଼ା, ନବରଙ୍ଗପୁର…

ଉତ୍ତରପ୍ରଦେଶ ସମେତ ଏସବୁ ରାଜ୍ୟରେ ବର୍ଷା: ଏହି ରାଜ୍ୟଗୁଡ଼ିକରେ ପଡ଼ିବ ପ୍ରବଳ ଥଣ୍ଡା! ସତର୍କ କଲା IMD

ନୂଆଦିଲ୍ଲୀ, ୨ା୨: ଦେଶର ଅନେକ ସ୍ଥାନରେ ପାଗ ଦ୍ରୁତ ଗତିରେ ପରିବର୍ତ୍ତନ ହେଉଛି। ଦିଲ୍ଲୀ-ଏନସିଆରରେ କୁହୁଡ଼ି ବଢ଼ିବା ଆରମ୍ଭ କରିଛି, ଯେତେବେଳେ କି ଉତ୍ତର ଭାରତ ସମେତ ଅନେକ ରାଜ୍ୟରେ ଘନ କୁହୁଡ଼ି ଦେଖଃକା ଦେଇଛି। ଭାରତୀୟ ପାଣିପାଗ ବିଭାଗ (IMD)…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri