କମିବ ତାପମାତ୍ରା; ଘୂର୍ଣ୍ଣିବଳୟ ପ୍ରଭାବରେ ୧ ଯାଏ ଝଡ଼ବର୍ଷା ଭୁବନେଶ୍ୱର, ୨୭।୩(ବନ୍ଦନା ସେଠୀ): ବର୍ତ୍ତମାନ ଉପର ବାୟୁ ଘୂର୍ଣ୍ଣିବଳୟ ଉତ୍ତର ଓଡ଼ିଶା ସଂଲଗ୍ନ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସମୁଦ୍ର ପତ୍ତନଠାରୁ ୧.୫ କି.ମି. ପର୍ଯ୍ୟନ୍ତ ବ୍ୟାପିିଛି। ଏହାର ପ୍ରଭାବରେ ଗୁରୁବାର ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା, ପବନ…