ଖୋର୍ଦ୍ଧାରେ ପ୍ରବଳ ବର୍ଷା: ଦକ୍ଷିଣ-ପଶ୍ଚିମ ଜୋନ୍ରେ ସର୍ବାଧିକ ୩୪.୭ ମିଲିମିଟର, ଉତ୍ତର ଜୋନ୍ରେ…
ଖୋର୍ଦ୍ଧା,୨୦ା୧୧(ପ୍ରଭାତ ପାଣିଗ୍ରାହୀ): ସମ୍ଭାବ୍ୟ ବାତ୍ୟା ‘ଅକ୍ୱାନ’ ପ୍ରଭାବରେ ଶୁକ୍ରବାର ୧୦ଟା ସୁଦ୍ଧା (ନଭେମ୍ବର ୨୦ ତାରିଖ) ଖୋର୍ଦ୍ଧା ଜିଲାର ବିଭିନ୍ନ ଅଞ୍ଚଳରେ ବର୍ଷା ରେକର୍ଡ କରାଯାଇଛି। ଜିଲାରେ ମୋଟ୍ ୩୩୫.୭ ମିଲିମିଟର ବର୍ଷା ହୋଇଥିବାବେଳେ ହାରାହାରି ବର୍ଷା ପରିମାଣ ୨୪.୨୬ ମିଲିମିଟର…
ଶୀତୁଆ ସକାଳର କାକର ଭିଜା ସ୍ପର୍ଶ: ରାଜ୍ୟରେ ଖସିଲା ପାରଦ, ସବୁଠୁ ଥଣ୍ଡା ସହର ଏବେ…
ଭୁବନେଶ୍ୱର,୧୨ା୧୧: ରାଜ୍ୟରେ ଧିରେ ଧିରେ ଶୀତର ପ୍ରକୋପ ବଢ଼ିବାରେ ଲାଗିଛି। ବିଶେଷ କରି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲାରେ ରାତିର ତାପମାତ୍ରା କ୍ରମାଗତ ଭାବେ ହ୍ରାସ ପାଉଥିବାରୁ ଥଣ୍ଡା ଅନୁଭୂତ ହେଉଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା…
ଘୂର୍ଣ୍ଣିବଳୟ ସକ୍ରିୟ: ୨୩ ଯାଏ ପ୍ରବଳ ବର୍ଷା, ସତର୍କ ଜାରି କରି ପାଣିପାଗ ବିଭାଗ କହିଲା…
ଭୁବନେଶ୍ୱର,୧୮ା୯: ଉତ୍ତର ଥାଇଲାଣ୍ଡ ଉପରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ୧୮ ତାରିଖ ସନ୍ଧ୍ୟା ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଉପରେ ପହଞ୍ଚିଥିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୯ ତାରିଖ ସନ୍ଧ୍ୟା ସୁଦ୍ଧା ଉତ୍ତର…
ଆଜି ଏସବୁ ଜିଲାରେ ପ୍ରବଳ ବର୍ଷା: ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା ୧୮ ତାରିଖ ପର୍ଯ୍ୟନ୍ତ…
ଭୁବନେଶ୍ୱର, ୧୭ା୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳ ଉପରେ ଥିବା ଲଘୁଚାପ କ୍ଷେତ୍ର ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା…

