Tag Archives: weather update

ଘଡ଼ଘଡ଼ି ସହ ଝଡ଼ ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ, ୪୦ରୁ ୫୦ କିମି ପର୍ଯ୍ୟନ୍ତ ପବନ….

ଭୁବନେଶ୍ବର,୨୫।୩: ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ଲାଗି ରହିଛି । ଏହାରି ଭିତରେ ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ଓ୍ବାର୍ନିଂ ଜାରି କରାଯାଇଛି । ଘଡ଼ଘଡ଼ି ସହ ଝଡ଼ ବର୍ଷା ନେଇ କାଲି ପର୍ଯ୍ୟନ୍ତ ୮ ଜିଲାକୁ ୟେଲୋ…

ସତର୍କ କଲା ପାଣିପାଗ ବିଭାଗ, ଆହୁରି ୫ଦିନ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୧୭।୩(ବନ୍ଦନା ସେଠୀ): ପୂର୍ବଭାରତ ଉପରେ ରହିଥିବା ଉପ-ଉଷ୍ମକଟୀବନ୍ଧୀୟ (ସବ୍‌ଟ୍ରପିକାଲ୍‌) ପଶ୍ଚିମୀ ଜେଟ୍‌ ଷ୍ଟ୍ରିମ୍‌ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୂତ ହେଉଛି। ରାଜ୍ୟରେ ଆସନ୍ତା ୫ଦିନ ଧରି ଘଡ଼ଘଡ଼ି ଓ ବର୍ଷା ପବନ ସହିତ କୁଆପଥର…

୩୯ ଡିଗ୍ରୀ ଟପିଲା ପାରଦ, ଘୂର୍ଣ୍ଣିବଳୟ ପ୍ରଭାବରେ ୮ରୁ ବର୍ଷା ସମ୍ଭାବନା

ଭୁବନେଶ୍ୱର,୬।୩(ବନ୍ଦନା ସେଠୀ): ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ତାପମାତ୍ରା ବୃଦ୍ଧି ପାଇବା ସହିତ ସକାଳେ କୁହୁଡ଼ି ଓ ଦିନରେ ଝାଞ୍ଜି ପବନ ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଗୁରୁବାର ପାରଦ ୩୯ ଡିଗ୍ରୀ…

ଆଜି ସେମିଫାଇନାଲ ମ୍ୟାଚରେ ବାଧକ ସାଜିବ ବର୍ଷା! ପାଗକୁ ନେଇ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୫।୩: ICCର ପ୍ରମୁଖ ଟୁର୍ନାମେଣ୍ଟ, ଟି୨୦ ବିଶ୍ୱକପ ୨୦୨୬କୁ ନେଇ ଉତ୍ସାହ ଏବେ ଶୀର୍ଷରେ। ଭାରତ ଏବଂ ଇଂଲଣ୍ଡ ଟୁର୍ନାମେଣ୍ଟର ଦ୍ୱିତୀୟ ସେମିଫାଇନାଲରେ ମୁହାଁମୁହିଁ ହେବେ, ଯାହା ମାର୍ଚ୍ଚ ୫ ତାରିଖରେ ମୁମ୍ବାଇର ଐତିହାସିକ ୱାଙ୍ଖଡେ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଏହି…

ଆସନ୍ତା ୭ଦିନ ପର୍ଯ୍ୟନ୍ତ ଶୁଖିଲା ପାଗ, ୩ଦିନରେ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୭ା୨ (ବନ୍ଦନା ସେଠୀ): ରାଜ୍ୟରେ ବୃଦ୍ଧି ପାଇବ ଦିନ ଓ ରାତି ତାପମାତ୍ରା। ଆସନ୍ତା ୩ଦିନ ମଧ୍ୟରେ ସର୍ବାଧିକ ବା ଦିନ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ସେହିପରି ସର୍ବନିମ୍ନ ବା ରାତି ତାପମାତ୍ରା ୩ଡିଗ୍ରୀ ପର୍ଯ୍ୟନ୍ତ…

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ…

ଜି.ଉଦୟଗିରିରେ ତଳମୁହାଁ ପାରଦ, ୨.୬° ଡିଗ୍ରୀରେ ଥରୁଛି….

ଜି.ଉଦୟଗିରି,୧୬।୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଓଡ଼ିଶାରେ ସବୁଠାରୁ କମ୍ ତାପମାତ୍ରା ସହ ହାଡ଼ଭଙ୍ଗା ଶୀତରେ ଥରୁଛି କନ୍ଧମାଳ ଜିଲା ଜି.ଉଦୟଗିରି । ସରକାରୀ ତଥ୍ୟ ଅନୁସାରେ, ସମଗ୍ର ଜିଲାରେ  ଦାରିଙ୍ଗବାଡ଼ି, ଫୁଲବାଣୀ ଠାରୁ ମଧ୍ୟ କମ୍ ତାପମାତ୍ରା ସହ ପ୍ରବଳ ଶୀତ…

ଶିମିଳିପାଳ ଅଭୟାରଣ୍ୟ ଅଂଚଳରେ ହାଡ଼ ଭାଙ୍ଗୁଛି ଜାଡ, ତାପମାତ୍ରା ୧°C

ବାରିପଦା,୧୬।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ରହିଛି । ଚାରି ଦିନ ଧରି ତାପମାତ୍ରା ୧ ଡିଗ୍ରୀରେ ଜାରି ରହିଛି । ଗୁଡୁଗୁଡିଆରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ ଶିମିଳିପାଳ…

୧୩ ବର୍ଷର ରେକର୍ଡ ଭାଙ୍ଗିଲା ଶିମିଳିପାଳ, ପାରଦ -୧ ଡିଗ୍ରୀ

ବାରିପଦା,୯।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ) : ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଶୁକ୍ରବାର ତାପମାତ୍ରା ହ୍ରାସ ପାଇ ମାଇନାସ ୧ ଡିଗ୍ରୀରେ ପହଞ୍ଚିଛି । ବୁଧବାର ଓ ଗୁରୁବାର ଦୁଇ ଦିନ ଧରି ଉପରବାରହାକାମୁଡାରେ ତାପାମାତ୍ରା…

ପୁଣି କଲବଲ କରିବ ଶୀତ, ପାରଦ ହ୍ରାସ ସାଙ୍ଗକୁ…

ଭୁବନେଶ୍ବର,୬।୧: ଗତ କିଛି ଦିନର ବ୍ୟବଧାନ ପରେ ପୁଣି ଖସିଲା ରାତି ତାପମାତ୍ରା । ରାଜ୍ୟରେ ଅନେକ ସ୍ଥାନରେ ପାରଦ ହ୍ରାସ ପାଇଛି । ବିଭିନ୍ନ ସ୍ଥାନରେ ୨ରୁ ୪ ଡିଗ୍ରୀ ଯାଏଁ ପାରଦ କମିଥିବା ବେଳେ ଭୁବନେଶ୍ବରରେ ୨ ଡିଗ୍ରୀ…

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଆସନ୍ତା ୩ରୁ ୪ ଦିନ…

କାଳ ବୈଶାଖୀର ତାଣ୍ଡବ, ବର୍ଷା-ଘଡ଼ଘଡ଼ିରେ ୩୦ରୁ ଊର୍ଦ୍ଧ୍ୱ ଲୋକାଙ୍କ ମୃତ୍ୟୁ

ପାଟନା,୧୦।୪: ବିହାରର ନାଳନ୍ଦା, ସିୱାନ, ଭୋଜପୁର, ଗୋପାଳଗଞ୍ଜ, ବେଗୁସରାଇ, ସରନ, ଗୟା, ଜେହାନାବାଦ ଏବଂ ଅରୱାଲରେ ଗୁରୁବାର ଅବରାହ୍ନରେ ବଜ୍ରପାତ ଏବଂ ପ୍ରବଳ ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ ଗଛ, କାନ୍ଥ, କଲଭର୍ଟ ଆଦି ଭୁଶୁଡି ପଡିବାରୁ ବହୁ ଧନଜୀବନ କ୍ଷତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri