ବିବାହ ଚର୍ଚ୍ଚା ଭିତରେ ବେବି ବମ୍ପ ସହ ନଜର ଆସିଲେ ଅଭିନେତ୍ରୀ, ସାଥିରେ ଥିଲେ ବିବାହିତ ଅଭିନେତା ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର ବର୍ତ୍ତମାନ ଅଭିନେତା ଧନୁଷଙ୍କ ସହ ତାଙ୍କ ସମ୍ପର୍କ ଏବଂ ତାଙ୍କ ବିବାହ ଯୋଜନା ପାଇଁ ଖବରରେ ଅଛନ୍ତି। ଅଭିନେତ୍ରୀ ସମ୍ପ୍ରତି ତାଙ୍କ ଆଗାମୀ ପ୍ରୋଜେକ୍ଟ ପାଇଁ ସୁଟିଂ କରିବାକୁ ଯାଉଥିବା ସମୟରେ କ୍ୟାମେରାରେ କଏଦ…