ବାହାଘର ପରେ କିସ୍ କଲେ ନବଦମ୍ପତି, ମଞ୍ଚରେ ମାଡ ଖାଇଲେ ବର ପକ୍ଷ ନୂଆଦିଲ୍ଲୀ,୨୩।୫: ବାହାଘର ପରେ ବର କନ୍ୟା ପ୍ରତି ସର୍ବସାଧାରଣରେ ଭଲ ପାଇବା ଦେଖାଇବା ମହଙ୍ଗା ସାବ୍ୟସ୍ତ ହୋଇଛି। ବର କନ୍ୟାକୁ ବିବାହ ସମୟରେ କିସ୍ କରିବା ପରେ ଦୁଇପକ୍ଷ ଢେଙ୍ଗାବାଡି ଧରି ମୁହାଁମୁହିଁ ହୋଇଛନ୍ତି। ଉତ୍ତରପ୍ରଦେଶ ହାପୁରର ଅଶୋକ ନଗରରେ...