Well marked low pressure

ଅବପାତ ରୂପ ନେଲା ଲଘୁଚାପ: ପାରାଦ୍ୱୀପ ଠାରୁ ଏତିକି କିଲୋମିଟର ଦୂରରେ ରହିଲା

ଭୁବନେଶ୍ୱର,୨୨ା୧୦: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତରେ ପରିଣତ ହୋଇଛି। ବର୍ତମାନ ଏହା ପାରାଦ୍ୱୀପ…

1 year ago