Tag Archives: well

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର ଚାରିପଟେ ଖୋଲା ଅବସ୍ଥାରେ ରହିଛି ଏବଂ ସବୁ ପମ୍ପର ତାର ଏମିତି ଝୁଲି…

ଶାଳୀ ବାହାଘରକୁ ଆସି ଚାଲିଗଲା ଭିଣୋଇଙ୍କ ଜୀବନ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ କୋଡ଼ଖମଣ ଗ୍ରାମରେ ଏକ ବିବାହ ଉତ୍ସବ ଚାଲିଥିବା ବେଳେ ବୁଧବାର ରାତିରେ ଘଟିଛି ଦୁଃଖଦ ଘଟଣା। ପରମ୍ପରା ଅନୁସାରେ କନ୍ୟାଙ୍କୁ ମହୁଲ ଗଛ ସହ ବିବାହ କରାଇବା ପାଇଁ ପରିବାର ଓ…

ମନ୍ଦିର କୂଅରୁ ମିଳିଲା ଯୁବକଙ୍କ ମୃତଦେହ

ସାଲେପୁର,୧୭ା୧୦(ଅରବିନ୍ଦ ଭୂୟାଁ): ସାଲେପୁର ବଜାର ପାଖରେ ଥିବା ମା’ ସାହେଶ୍ୱରୀ ମନ୍ଦିର ଓ ଜଗନ୍ନାଥ ମନ୍ଦିର ପରିସରରେ ଥିବା କୂଅରୁ ଅଚିହ୍ନା ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଖବରରୁ ପ୍ରକାଶ ଯେ, ଏହି ଯୁବକ ଜଣଙ୍କ କୂଅରେ ଢାଙ୍କୁଣି ଥିବାବେଳେ କିପରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri