ଭାରତ ପାଖରେ ମାତ୍ର ୯ ଦିନର ତେଲ ରିଜର୍ଭ ଅଛି, ମୋଦି ଖୋଲାଖୋଲି କୁହନ୍ତୁ ଯୁଦ୍ଧ ଭୁଲ୍; ବର୍ଷିଲେ ଓଓ୍ବାଇସି… ହାଇଦ୍ରାବାଦ,୨୦।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ଏବଂ ଏହାର ପ୍ରଭାବକୁ ନେଇ AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ଶୁକ୍ରବାର ହାଇଦ୍ରାବାଦରେ ଏକ ଜନସଭାକୁ ସମ୍ବୋଧିତ କରି ସେ କହିଛନ୍ତି ଯେ, ଭାରତ…