ନିର୍ବାଚନ ଆୟୋଗଙ୍କ କଡ଼ା ନିର୍ଦ୍ଦେଶ: ଆଦର୍ଶ ଆଚରଣ ସଂହିତା ଲାଗୁ ହେବା ପୂର୍ବରୁ ରାଜ୍ୟରେ ମୃତୟନ ହେବେ CAPF ଫୋର୍ସ ନୂଆଦିଲ୍ଲୀ,୨୪।୨: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ନିର୍ବାଚନ ଆୟୋଗ (ଇସି) ରାଜ୍ୟ ପୋଲିସକୁ ଯଥାଶୀଘ୍ର ସମ୍ବେଦନଶୀଳ ଅଞ୍ଚଳ ଚିହ୍ନଟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଇସି କହିଛନ୍ତି ଯେ, ରାଜ୍ୟରେ ନିର୍ବାଚନ ଆଦର୍ଶ ଆଚରଣ ସଂହିତା ଲାଗୁ ହେବା ପୂର୍ବରୁ CAPF ଫୋର୍ସ…