୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା TMC: ନନ୍ଦିଗ୍ରାମ ନୁହେଁ, ଏହି ଆସନରୁ ଲଢିବେ ମମତା ବାନାର୍ଜୀ କୋଲକାତା,୧୭।୫: ତୃଣମୂଳ କଂଗ୍ରେସ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। କାଳିଘାଟସ୍ଥିତ ଟିଏମସି କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ସୁପ୍ରିମୋ ମମତା ବାନାର୍ଜୀ ୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି।…