ମାଡ଼ି ଆସୁଛି ବାତ୍ୟା, ପଶ୍ଚିମବଙ୍ଗ ସହ ଓଡ଼ିଶାକୁ ସତର୍କ କଲା ପାଣିପାଗ ବିଭାଗ
ନୂଆଦିଲ୍ଲୀ,୨୩।୧୦: ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି କି ବଙ୍ଗୋପସାଗରରେ ଅକ୍ଟୋବର ୨୬ ସୁଦ୍ଧା ଏକ ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି। ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିବା ସହ ଏନେଇ…
ବଦଳିବ ଓ୍ବେଷ୍ଟ୍ବେଙ୍ଗଲ ନାଁ, ବିଧାନସଭା ପ୍ରଥମ ଅଧିବେଶନରେ ଆସିବ ବିଲ୍, ସୂଚନା ଦେଇ କହିଲେ…
କୋଲକାତା,୭ା୧୦: ଓ୍ବେଷ୍ଟବେଙ୍ଗଲ ନାଁ ପରିବର୍ତ୍ତନ କରି ‘ପଶ୍ଚିମ ବଙ୍ଗ’ (Paschim Banga) ରଖାଯିବାକୁ ଯାଉଛି। ଏଥିପାଇଁ ବିଧାନସଭାର ପ୍ରଥମ ଅଧିବେଶନରେ ହିଁ ଏକ ନୂତନ ବିଲ ଆଗତ କରାଯିବ ବୋଲି ବୁଧବାର ରାଜ୍ୟ ଭାଜନା ସଭାପତି ସମିକ ଭଟ୍ଟାଚାର୍ଯ୍ୟ ସୂଚନା ଦେଇଛନ୍ତି।…
୫ ରାଜ୍ୟର ନିର୍ବାଚନରେ ପାଣି ଭଳି ଟଙ୍କା ଖର୍ଚ୍ଚ କରିଛି ଭାଜପା, ମୂଲ୍ୟ ଶୁଣିଲେ ହୋଇଯିବେ କାବା! ଏହି ରାଜ୍ୟରେ ସବୁଠୁ ଅଧିକ
ନୂଆଦିଲ୍ଲୀ,୨୪।୯: ଆସାମ, ତାମିଲନାଡୁ, ପୁଡୁଚେରୀ, କେରଳ ଏବଂ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାଜପାର ଖର୍ଚ୍ଚ ରିପୋର୍ଟରୁ ଜଣାପଡ଼ିଛି ଯେ, ଦଳର କେନ୍ଦ୍ରୀୟ କାର୍ଯ୍ୟାଳୟ ଏହି ୫ଟି ରାଜ୍ୟରେ ମୋଟ ୫୨୯.୩୮ କୋଟି ଟଙ୍କା ଖର୍ଚ୍ଚ କରିଛି। ଏଥିରୁ କେବଳ ପଶ୍ଚିମବଙ୍ଗରେ…
ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ; ୫ ମୃତ
କୋଲକାତା,୧୭।୮: ପଶ୍ଚିମବଙ୍ଗର ତାରାପୀଠର ଏକ ହୋଟେଲରେ ସୋମବାର ସକାଳେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟି ଆତଙ୍କ ସୃଷ୍ଟି ହୋଇଥିଲା। ରିପୋର୍ଟ ଅନୁଯାୟୀ, ନିଆଁରେ ପୋଡ଼ିଯିବାରୁ ଅତି କମରେ ପାଞ୍ଚ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ପାଞ୍ଚ ଜଣ ଆହତ ହୋଇଥିବା…
ପଶ୍ଚିମବଙ୍ଗ ସରକାରୀ କାର୍ଯ୍ୟରେ ବଙ୍ଗଳା ଭାଷା ବାଧ୍ୟତାମୂଳକ ହେବ
କୋଲକାତା, ୨୧ା୭: ପଶ୍ଚିମବଙ୍ଗ ସରକାର ଆସନ୍ତା ସେପ୍ଟେମ୍ବର ୧ରୁ ସମସ୍ତ ପ୍ରଶାସନିକ କାର୍ଯ୍ୟରେ ବଙ୍ଗଳା ଭାଷାକୁ ବାଧ୍ୟତାମୂଳକ କରିବାକୁ ବଡ଼ ନିଷ୍ପତ୍ତି ନେଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଏକ ଚିଠିକୁ ଆଧାର କରି ସରକାର ଏହି ନୂଆ ନୀତି ଘୋଷଣା…
ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର
କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ ପ୍ରକାଶ ବାରିକଙ୍କୁ ପ୍ରାର୍ଥୀ କରିଛି। ଏହି ତିନି ନେତା ଗୁରୁବାର BJP ରେ…
ପଶ୍ଚିମବଙ୍ଗ ରାଜନୀତିରେ ବଡ଼ ହଇଚଇ; ସୁସ୍ମିତା ଦେବଙ୍କ ସମେତ ୩ ପୂର୍ବତନ TMC ଏମପି BJPରେ ସାମିଲ
କୋଲକାତା,୯।୭: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ ବଙ୍ଗଳାର ତିନି ଜଣ ପୂର୍ବତନ TMC ଏମପି BJPରେ ଯୋଗ ଦେଇଛନ୍ତି। ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରୟ ଏବଂ ପ୍ରକାଶ ବାରିକ ଦଳରେ ଯୋଗ ଦେଇଛନ୍ତି। ବରିଷ୍ଠ ଭାଜପା ନେତା ଶମୀକ ଭଟ୍ଟାଚାର୍ଯ୍ୟ…
ପଶ୍ଚିମବଙ୍ଗର ୩ ଖାଲିଥିବା ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ତାରିଖ ଘୋଷଣା
କୋଲକାତା,୬।୭: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପରେ ତୃଣମୂଳ କଂଗ୍ରେସ (TMC)ର ତିନି ଜଣ ରାଜ୍ୟ ସଭା ଏମପି ଇସ୍ତଫା ଦେଇଥିଲେ। ନିର୍ବାଚନ କମିଶନ ଏହି ଆସନଗୁଡ଼ିକ ପାଇଁ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି, ଜୁଲାଇ ୨୪ ରେ ଏଠାରେ ଭୋଟିଂ ହେବ।…
ଦୀଘା ଜଗନ୍ନାଥ ମନ୍ଦିରରୁ ହଟିଲା ‘ଧାମ’ ଶବ୍ଦ, ଏବେ ଏହି ନାମରେ…
କୋଲକାତା,୧୦ା୬: ଶେଷରେ ଦୀଘା ଜଗନ୍ନାଥ ମନ୍ଦିରରୁ ହଟିଛି ‘ଧାମ’ ଶବ୍ଦ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅନୁରୋଧକ୍ରମେ ଘୋଷଣା କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ସେ କହିଛନ୍ତି, ପୁରୀ ରୀତିନୀତି ଅନୁଯାୟୀ ଦୀଘାରେ ପୂଜାପାଠ ହେବ। ଦୀଘା ଜଗନ୍ନାଥ ଧାମ…
୧,୪୦୦ କି.ମି. ଯାଇ ଦିଲ୍ଲୀ ପ୍ରଫେସରଙ୍କୁ ହତ୍ୟା କରିଥିଲେ ପଶ୍ଚିମବଙ୍ଗ ଦମ୍ପତି
ନୂଆଦିଲ୍ଲୀ,୮ା୬: ଦିଲ୍ଲୀ ୟୁନିଭର୍ସିଟିର ଶିବାଜୀ କଲେଜରେ ଆସିଷ୍ଟାଣ୍ଟ ପ୍ରଫେସର ଭାବେ କାର୍ଯ୍ୟ କରୁଥିବା ଦେବୋସ୍ମିତା ପଲ୍ଙ୍କୁ ଗତ ବୁଧବାର ପୂର୍ବ ଦିଲ୍ଲୀର ବସୁନ୍ଧରା ଏନ୍କ୍ଲେଭସ୍ଥିତ ସତ୍ୟମ ଆପାର୍ଟମେଣ୍ଟରେ ହତ୍ୟା କରାଯାଇଥିଲା। ହତ୍ୟାକାଣ୍ଡ ସହ ଜଡ଼ିତ ପଶ୍ଚିମବଙ୍ଗର ଏକ ଦମ୍ପତିଙ୍କୁ ରବିବାର ଗିରଫ…
ପଶ୍ଚିମବଙ୍ଗରେ ଆଉ ଜଣେ ଟିଏମସି ନେତାଙ୍କୁ ଆକ୍ରମଣ, ମୁଣ୍ଡରେ ଲାଗିଛି ଗଭୀର ଆଘାତ, ସାମ୍ନାକୁ ଆସିଲା ଭିଡିଓ
କୋଲକାତା,୩୧।୫: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ ସରକାର କ୍ଷମତା ଗ୍ରହଣ କରିବା ପରେ, ଟିଏମସି ନେତାଙ୍କ ଉପରେ ଆକ୍ରମଣ ଆରମ୍ଭ ହୋଇଛି। ପ୍ରଥମେ, ଦକ୍ଷିଣ ୨୪ ପରଗନାର ସୋନାରପୁରରେ ଟିଏମସି ମହାସଚିବ ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ କରାଯାଇଥିଲା; ଏବଂ ଏବେ, ମମତା ବାନାର୍ଜୀଙ୍କ…
TMC ଛାଡ଼ିଲେ ଏମ୍ପି କାକୋଲି ଘୋଷ, ମମତାଙ୍କର ଥିଲେ ଅତି ଘନିଷ୍ଠ
କୋଲକାତା,୨୭ା୫: TMCକୁ ବଡ଼ ଝଟ୍କା। ଦଳ ଛାଡ଼ଛନ୍ତି ଏମ୍ପି କାକୋଲି ଘୋଷ। ସେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଅତି ଘନିଷ୍ଠ ଥିଲେ। ବାରାଶତ୍ରୁରୁ ସେ ନିର୍ବାଚିତ ହୋଇଥିଲେ। ଟିମ୍ଏସ୍ରୁ ଇସ୍ତଫା ପରେ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ଭେଟିଛନ୍ତି। Dharitri…

