Tag Archives: west bengal

ପଶ୍ଚିମବଙ୍ଗରେ ପୁଣି ଲଜ୍ଜା, ୧୫ ବର୍ଷ ନାବାଳିକାଙ୍କୁ ବଳାତ୍କାର, ବନ୍ଧା ହେଲେ ପିତା ପୁତ୍ର

କୋଲକାତା,୧୩।୧୦: ପଶ୍ଚିମବଙ୍ଗରୁ ଆଉ ଏକ ବଳାତ୍କାର ମାମଲା ସାମ୍ନାକୁ ଆସିଛି। ଏହି ମାମଲାରେ ପୋଲିସ ଜଣେ ୪୮ ବର୍ଷୀୟ ପ୍ରସିଦ୍ଧ ୟୁଟ୍ୟୁବର ଏବଂ ତାଙ୍କ ପୁଅକୁ ଗିରଫ କରିଛି। ସେମାନଙ୍କ ଉପରେ ଜଣେ ୯ମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରିବାର ଅଭିଯୋଗ…

ଡାକ୍ତରୀ ଛାତ୍ରୀ ଗଣବଳାତ୍କାର ମାମଲାରେ ୩ ଗିରଫ, ଶୁଭେନ୍ଦୁ କହିଲେ ଏଠିବି ଦରକାର ଯୋଗୀ ମଡେଲ

ଦୁର୍ଗାପୁର,୧୨।୧୦: ପଶ୍ଚିମବଙ୍ଗର ଦୁର୍ଗାପୁରରେ ଜଣେ ଡାକ୍ତରୀ ଛାତ୍ରୀ ତାଙ୍କ ବନ୍ଧୁଙ୍କ ସହ ଖାଇବା ପାଇଁ ବାହାରକୁ ଯାଇଥିବା ବେଳେ ବଳାତ୍କାରର ଶିକାର ହୋଇଥିଲେ। ଛାତ୍ରୀ ଜଣକ ଅଭିଯୋଗ କରିଛନ୍ତି ଯେ ସେ ଖାଇବାକୁ ବାହାରକୁ ଯାଇଥିବା ବେଳେ ବାଟରେ ଦୁଇ କିମ୍ବା…

ଆରଜି କର ମେଡିକାଲ କଲେଜ ଘଟଣାର ପୁନରାବୃତ୍ତି! ପଶ୍ଚିମବଙ୍ଗରେ ସୁରକ୍ଷାକୁ ନେଇ ଉଠିଲାଣି ପ୍ରଶ୍ନ

ଦୁର୍ଗାପୁର,୧୧।୧୦: ପଶ୍ଚିମବଙ୍ଗର ଦୁର୍ଗାପୁରର ଏକ ଘରୋଇ ମେଡିକାଲ କଲେଜର ଦ୍ୱିତୀୟ ବର୍ଷର ଛାତ୍ରୀଙ୍କୁ କଲେଜ ହସ୍ପିଟାଲ କ୍ୟାମ୍ପସ ମଧ୍ୟରେ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ୨୦୨୪ ମସିହାର ଆରଜି କର ମେଡିକାଲ କଲେଜ ମାମଲାର ସ୍ମୃତିକୁ ପୁନରାବୃତ୍ତି କରୁଛି…

ଲଗାଣ ବର୍ଷାରେ ବେହାଲ ପଶ୍ଚିମବଙ୍ଗ, ଭାଙ୍ଗି ପଡ଼ିଲା ପୋଲ ୬ ମୃତ୍ୟୁ

କୋଲକାତା,୫।୧୦: ପଶ୍ଚିମବଙ୍ଗରେ ପ୍ରବଳ ବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଦାର୍ଜିଲିଂ ଜିଲାର ମିରିକରେ ଭୂସ୍ଖଳନ ଯୋଗୁ ଅତି କମରେ ୬ ଜଣଙ୍କର ମୃତ୍ୟୁ ହୋଇଛି। ଜିଲାର ସହର ଏବଂ ପର୍ଯ୍ୟଟନସ୍ଥଳୀ ମିରିକ ଏବଂ କର୍ସିଓଙ୍ଗକୁ ସଂଯୋଗ କରୁଥିବା ଡୁଡିଆ ଲୁହା…

ଧର୍ମେନ୍ଦ୍ରଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଓଡ଼ିଆଙ୍କ ଉପରେ ବଢୁଛି ମୋଦିଙ୍କ ଭରସା

ପାଟନା,୨୫।୯: ବିହାର ନିର୍ବାଚନ ପାଇଁ ତାରିଖ ଏପର୍ଯ୍ୟନ୍ତ ଘୋଷଣା ହୋଇନାହିଁ, କିନ୍ତୁ ସମସ୍ତ ଦଳ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଭାରତୀୟ ଜନତା ପାର୍ଟି ଗୁରୁବାର ଏକ ବଡ଼ ଘୋଷଣା କରିଛି। ଭାଜପା ବିହାର ଏବଂ ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ପ୍ରଭାରୀ ଘୋଷଣା କରିଛି।…

ତୀର୍ଥଯାତ୍ରା ହେଲା ଶେଷ ଯାତ୍ରା, ବସ-ଟ୍ରକ ଧକ୍କାରେ ୧୦ ମୃତ

କୋଲକାତା,୧୫।୮: ପଶ୍ଚିମବଙ୍ଗରୁ ଏକ ଦୁଃଖଦ ଖବର ଆସିଛି। ବର୍ଦ୍ଧମାନ ଜିଲାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି, ଯେଉଁଥିରେ ୧୦ ଜଣଙ୍କର ମୃତ୍ୟୁ ହୋଇଛି। ଏଥିରେ ଅନେକ ଯାତ୍ରୀ ଆହତ ହୋଇଛନ୍ତି। ଏକ ଘରୋଇ ବସ ରାସ୍ତା ପାର୍ଶ୍ୱରେ ଠିଆ ହୋଇଥିବା…

ରାଞ୍ଚିରେ ଅମିତ ଶାହଙ୍କ ଉପସ୍ଥିତିରେ ଏକାଠି ବସିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ମମତା…

ରାଞ୍ଚି,୧୦।୭: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ଆଜି ୨୭ତମ ଇଷ୍ଟର୍ଣ୍ଣ ଜୋନାଲ କାଉନସିଲ ବୈଠକ ଅନୁଷ୍ଠିତ ହେଉଛି। କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଓଡ଼ିଶା, ବିହାର, ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀମାନେ ଯୋଗଦେବେ। ଏହା ସହିତ…

ଦିଦିଙ୍କ ଉପରେ ରାଗିକି ନିଆଁବାଣ ମୋଦି: ଜାଣନ୍ତୁ କାହିଁକି

କୋଲକାତା,୨୯।୫: ପଶ୍ଚିମବଙ୍ଗ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ମମତା ବାନାର୍ଜୀ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଆଲିପୁରଦୁଆରରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦି ରାଜ୍ୟର ଟିଏମସି ସରକାରଙ୍କ ନିଷ୍ଠୁରତାର ଏକ ଉଦାହରଣ ବୋଲି କହିଛନ୍ତି। ମମତା ସରକାରଙ୍କୁ…

କଠୋରପନ୍ଥୀକରଣ ପଶ୍ଚିମବଙ୍ଗ ପାଇଁ ଚ୍ୟାଲେଞ୍ଜ

କୋଲକାତା,୫ା୫(ପି.ଟି.): ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି. ଆନନ୍ଦ ବୋଷ ସ୍ବରାଷ୍ଟ୍ର ମନ୍ତ୍ରଣାଳୟରେ ମୁର୍ଶିଦାବାଦ ଦଙ୍ଗା ସମ୍ପର୍କିତ ରିପୋର୍ଟ ଦାଖଲ କରିଛନ୍ତି। କଠୋରପନ୍ଥୀକରଣ ରାଜ୍ୟ ପାଇଁ ଗମ୍ଭୀର ଚ୍ୟାଲେଞ୍ଜ ସୃଷ୍ଟି କରିଥିବା ସେ ରିପୋର୍ଟରେ ଦର୍ଶାଇଛନ୍ତି। ଦଙ୍ଗାର ତଦନ୍ତ ଲାଗି ଏକ ତଦନ୍ତ କମିଶନ ଗଠନ…

ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ: ଚାଲିଗଲା ୧୪ ଜୀବନ

କୋଲକାତା, ୩୦।୪: କୋଲକାତାର ଏକ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୪ ଜଣଙ୍କର ମୃତ୍ୟୁ ହୋଇଛି। ମଙ୍ଗଳବାର ବିଳମ୍ବିତ ରାତିରେ କୋଲକାତାର ବାରା ବଜାର ଅଞ୍ଚଳର ମାଛୁଆ ଫାଲ ମଣ୍ଡି ନିକଟରେ ଥିବା ଋତୁରାଜ ହୋଟେଲରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ…

‘ବସିଥିବା ଡାଳକୁ ହାଣୁଛନ୍ତି ଶାହା’

କୋଲକାତା,୧୭ା୪: ମୁର୍ଶିଦାବାଦରେ ଓ୍ବକ୍‌ଫ ଆଇନ ବିରୋଧୀ ହିଂସା ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କୁ ଦାୟୀ କରିଛନ୍ତି। ମମତା କହିଛନ୍ତି, ସଂଘୀୟ ସଂସ୍ଥାଗୁଡ଼ିକ ଭାଜପା ଏବଂ ଶାହାଙ୍କ ନିୟନ୍ତ୍ରଣରେ ରହିଛି। ସେମାନେ ବାଂଲାଦେଶରୁ ଆପରାଧିକ…

ମୁର୍ଶିଦାବାଦ ହିଂସା ପାଇଁ ମୋଦି, ଯୋଗୀ, ଶାହା ଦାୟୀ: ଟିଏମସି ବିଧାୟକ

ଚେନ୍ନାଇ,୧୩।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ନୂତନ ୱାକଫ ଆଇନ ବିରୋଧରେ ବଡ଼ ଧରଣର ହିଂସା ଘଟିଛି। ଯେଉଁଥିରେ ୩ ଜଣ ପ୍ରାଣ ହରାଇଥିଲା ବେଳେ ଅନେକ ଆହତ ହୋଇଛନ୍ତି। ହିଂସା ଘଟଣା ପାଇଁ ତୃଣମୂଳ କଂଗ୍ରେସ (ଟିଏମସି) ଭାଜପାକୁ ଦାୟୀ କରୁଛି। ଅନ୍ୟପଟେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri