Tag Archives: west bengal

ପଶ୍ଚିମବଙ୍ଗ ଟ୍ରେନ୍‌ ଟ୍ରାଜେଡି: ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୭ା୬: ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୮ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ତେବେ ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଲକ୍ଷ ଟଙ୍କା ଏବଂ ଆହତଙ୍କ ପରିବାରକୁ…

କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌କୁ ଧକ୍କା ଦେଲା ମାଲ୍‌ବାହୀ ଟ୍ରେନ୍‌: କିଛି ବଗି ଲାଇନ୍‌ଚ୍ୟୁତ, ଉଦ୍ଧାର କାର୍ଯ୍ୟ ଜାରି

କୋଲକାତା,୧୭ା୬: ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଜଲପାଇଗୁଡ଼ିରେ କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌କୁ ମାଲ୍‌ବାହୀ ଟ୍ରେନ୍‌ ଧକ୍କା ଦେଇଛି। ଫଳରେ କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌ର କିଛି ବଗି ଲାଇନ୍‌ଚ୍ୟୁତ ହୋଇଥିବା ଜଣାପଡ଼ିଛି। ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି। ଏହି…

ରେମାଲର ପ୍ରଭାବ: ପ୍ରବଳ ପବନ ସାଙ୍ଗକୁ ବର୍ଷା, ଉପୁଡ଼ିଲା ବଡ଼ବଡ଼ ଗଛ

କୋଲକାତା,୨୭ା୫: ସାମୁଦ୍ରିକ ଝଡ଼ ରେମାଲ ଲ୍ୟାଣ୍ଡଫଲ୍‌ କରିବା ପରେ କୋଲକାତାରେ ପ୍ରବଳ ବର୍ଷା ଜାରି ରହିଛି। ବର୍ଷା ଯୋଗୁ କୋଲକାତାର ଅନେକ ଅଞ୍ଚଳରେ ଜଳମଗ୍ନ ହୋଇଯାଇଛି। କେବଳ ଏତିକି ନୁହେଁ, ଝଡ଼ତୋଫାନ ଯୋଗୁ ଅନେକ ସ୍ଥାନରେ ବଡ଼ବଡ଼ ଗଛ ଉପୁଡ଼ି ଯାଇଛି।…

‘ମୁଁ ମଉଜ କରିବାକୁ ଜନ୍ମ ହୋଇନାହିଁ’

ନୂଆଦିଲ୍ଲୀ,୩ା୫: ଲୋକ ସଭା ନିର୍ବାଚନ-୨୦୨୪ ପାଇଁ  ୭ ମେ’ରେ ତୃତୀୟ ପର୍ଯ୍ୟାୟରେ ଭୋଟ୍‌ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ନିର୍ବାଚନ ପ୍ରଚାର ଜୋର୍‌ଦାର ହୋଇଛି। ଏହି କ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ଦୁର୍ଗାପୁରରେ ଏକ ରାଲିରେ ସମ୍ବୋଧିତ କରିଛନ୍ତି।…

ସନ୍ଦେଶଖାଲି ମାମଲାରେ ସିବିଆଇ ଚଢ଼ାଉ

କୋଲକାତା,୨୬ା୪: କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି (ସିବିଆଇ) ପଶ୍ଚିମବଙ୍ଗର ସନ୍ଦେଶଖାଲି ମାମଲାରେ ଶୁକ୍ରବାର ଅନେକ ସ୍ଥାନରେ ଚଢ଼ାଉ କରିଛି। ଅନୁସନ୍ଧାନକାରୀ ସଂସ୍ଥା ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ ଗୁଳି ଜବତ କରିଛି। ଆପଣଙ୍କୁ କହିରଖୁଛୁ ଯେ, ପଶ୍ଚିମବଙ୍ଗ ସମେତ ଦେଶର ଅନେକ ରାଜ୍ୟରେ…

ଛାଡ଼ପତ୍ର ପରେ ଲୋକ ସଭା ନିର୍ବାଚନରେ ମୁହାଁମୁହିଁ ପୂର୍ବତନ ଦମ୍ପତି

ନୂଆଦିଲ୍ଲୀ,୧୧ା୩: ହେବାକୁ ଥିବା ଲୋକସଭା ନିର୍ବାଚନରେ ଛାଡପତ୍ର ଦେଇଥିବା ଦମ୍ପତି ମୁହାଁମୁହିଁ ହେବେ। ରବିବାର ତୃଣମୂଳ କଂଗ୍ରେସ(ଟିଏମସି) ପ୍ରାର୍ଥୀ ଘୋଷଣା ପରେ ଏହି ସମୀକରଣ ସୃଷ୍ଟି ହୋଇଛି। ସୁଜତା ମଣ୍ଡଳ ଟିଏମସି ଟିକେଟ୍ରୁ ତାଙ୍କ ପୂର୍ବତନ ସ୍ୱାମୀ ସୋମିତ୍ର ଖାନ ଭାଜପା…

ଶେଖ ଶାହାଜହାଁଙ୍କୁ ହସ୍ତାନ୍ତର କରିବାକୁ ମନା କଲେ ମମତା ସରକାର, ଖାଲି ହାତରେ ଫେରିଲା ସିବିଆଇ ଟିମ୍‌

କୋଲକାତା,୬।୩: ପଶ୍ଚିମବଙ୍ଗ ସରକାର କୋଲକାତା ହାଇକୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ ନିଲମ୍ବିତ ଟିଏମ୍‌ସି ନେତା ଶେଖ ଶାହଜାହାଁଙ୍କୁ ସିବିଆଇକୁ ହସ୍ତାନ୍ତର କରିବାକୁ ମନା କରି ଦେଇଛନ୍ତି। ଶାହଜାହାଁଙ୍କୁ ଗିରଫ କରିବା ଲାଗି ସିବିଆଇ ଅଧିକାରୀଙ୍କ ଏକ ଟିମ୍‌ ଭବାନୀ ଭବନରେ ପହଞ୍ଚିଥିଲା, ଯାହାକି…

କେନ୍ଦ୍ର ସରକାର ଫେବୃଆରୀ ପହିଲା ମଧ୍ୟରେ ବକେୟା ନଦେଲେ ଧାରଣାରେ ବସିବି: ମମତା

କୋଲକାତା,୩୧।୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ରର ବକେୟା ଦେବାକୁ ନେଇ ଧାରଣା ଦେବାକୁ ଚେତାବନୀ ଦେଇଛନ୍ତି। ଯଦି କେନ୍ଦ୍ର ଫେବୃଆରୀ ପହିଲା ମଧ୍ୟରେ ରାଜ୍ୟର ବକେୟା ନ ଦିଏ ତେବେ ସେ ଧାରଣାରେ ବସିବେ। ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସେ…

ମୁର୍ଶିଦାବାଦ ମେଡିକାଲ କଲେଜ ପାଲଟିଲା ଶିଶୁଙ୍କ କବରଖାନା! ୨୪ ଘଣ୍ଟାରେ ୯ ନବଜାତକ ମୃତ

କୋଲକାତା,୮।୧୨: ପଶ୍ଚିମବଙ୍ଗର ଏକ ମେଡିକାଲ କଲେଜ ପିଲାମାନଙ୍କ କବରଖାନା ପାଲଟିଛି। ଗତ ୨୪ ଘଣ୍ଟା ମଧ୍ୟରେ ଗୋଟିଏ ପରେ ଗୋଟିଏ ହୋଇ ୯ ନବଜାତକଙ୍କ ମୃତ୍ୟୁ ଘଟିଛି। ଏହାପରେ ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ବ୍ୟବସ୍ଥା ପ୍ରଶ୍ନ ଘେରକୁ ଆସିଛି। ରାଜ୍ୟର ମୁର୍ଶିଦାବାଦ…

ପଶ୍ଚିମବଙ୍ଗରେ ସୁରକ୍ଷା ବ୍ୟବସ୍ଥା କଡାକଡି: ୯ଟି ଲୋକ ସଭା ଆସନ ପାଇଁ ୮୦୦ କମ୍ପାନୀ ସୁରକ୍ଷାବଳ

କୋଲକତା, ୧୭।୫: ଶେଷ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ କୋଲକାତାରେ ସୃଷ୍ଟି ହୋଇଥିବା ବ୍ୟାପକ ହିଂସାକାଣ୍ଡକୁ ନେଇ ଏବେ ସମଗ୍ର ଦେଶରେ ଏକ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। ପଶ୍ଚିମବଙ୍ଗରେ ୭ଟି ଯାକ ପର୍ଯ୍ୟାୟରେ ଲୋକ ସଭା ନିର୍ବାଚନ ହେଉଛି। ରାଜ୍ୟର ୪୨…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri