Tag Archives: west bengal

କଠୋରପନ୍ଥୀକରଣ ପଶ୍ଚିମବଙ୍ଗ ପାଇଁ ଚ୍ୟାଲେଞ୍ଜ

କୋଲକାତା,୫ା୫(ପି.ଟି.): ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି. ଆନନ୍ଦ ବୋଷ ସ୍ବରାଷ୍ଟ୍ର ମନ୍ତ୍ରଣାଳୟରେ ମୁର୍ଶିଦାବାଦ ଦଙ୍ଗା ସମ୍ପର୍କିତ ରିପୋର୍ଟ ଦାଖଲ କରିଛନ୍ତି। କଠୋରପନ୍ଥୀକରଣ ରାଜ୍ୟ ପାଇଁ ଗମ୍ଭୀର ଚ୍ୟାଲେଞ୍ଜ ସୃଷ୍ଟି କରିଥିବା ସେ ରିପୋର୍ଟରେ ଦର୍ଶାଇଛନ୍ତି। ଦଙ୍ଗାର ତଦନ୍ତ ଲାଗି ଏକ ତଦନ୍ତ କମିଶନ…

ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ: ଚାଲିଗଲା ୧୪ ଜୀବନ

କୋଲକାତା, ୩୦।୪: କୋଲକାତାର ଏକ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୪ ଜଣଙ୍କର ମୃତ୍ୟୁ ହୋଇଛି। ମଙ୍ଗଳବାର ବିଳମ୍ବିତ ରାତିରେ କୋଲକାତାର ବାରା ବଜାର ଅଞ୍ଚଳର ମାଛୁଆ ଫାଲ ମଣ୍ଡି ନିକଟରେ ଥିବା ଋତୁରାଜ ହୋଟେଲରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ…

‘ବସିଥିବା ଡାଳକୁ ହାଣୁଛନ୍ତି ଶାହା’

କୋଲକାତା,୧୭ା୪: ମୁର୍ଶିଦାବାଦରେ ଓ୍ବକ୍‌ଫ ଆଇନ ବିରୋଧୀ ହିଂସା ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କୁ ଦାୟୀ କରିଛନ୍ତି। ମମତା କହିଛନ୍ତି, ସଂଘୀୟ ସଂସ୍ଥାଗୁଡ଼ିକ ଭାଜପା ଏବଂ ଶାହାଙ୍କ ନିୟନ୍ତ୍ରଣରେ ରହିଛି। ସେମାନେ ବାଂଲାଦେଶରୁ ଆପରାଧିକ…

ମୁର୍ଶିଦାବାଦ ହିଂସା ପାଇଁ ମୋଦି, ଯୋଗୀ, ଶାହା ଦାୟୀ: ଟିଏମସି ବିଧାୟକ

ଚେନ୍ନାଇ,୧୩।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ନୂତନ ୱାକଫ ଆଇନ ବିରୋଧରେ ବଡ଼ ଧରଣର ହିଂସା ଘଟିଛି। ଯେଉଁଥିରେ ୩ ଜଣ ପ୍ରାଣ ହରାଇଥିଲା ବେଳେ ଅନେକ ଆହତ ହୋଇଛନ୍ତି। ହିଂସା ଘଟଣା ପାଇଁ ତୃଣମୂଳ କଂଗ୍ରେସ (ଟିଏମସି) ଭାଜପାକୁ ଦାୟୀ କରୁଛି। ଅନ୍ୟପଟେ…

ଜଳୁଛି ପଶ୍ଚିମବଙ୍ଗ; ଆଜି ସକାଳେ ମୁର୍ଶିଦାବାଦର ଧୂଲିଆନରେ ପୁଣି ଗୁଳିକାଣ୍ଡ, ୨ ଶିଶୁ…

କୋଲକାତା,୧୩।୪: ଓ୍ବକ୍‌ଫ ସଂଶୋଧନ ଆଇନକୁ ବିରୋଧ କରି ପଶ୍ଚିମବଙ୍ଗର ମୁସଲମାନ ବହୁଳ ମୁର୍ଶିଦାବାଦ ଜିଲାରେ ଆରମ୍ଭ ହୋଇଥିବା ବିକ୍ଷୋଭ ଉଗ୍ରରୂପ ନେଇଛି। ରବିବାର ପୁଣି ଥରେ ଧୂଲିଆନରେ ଗୁଳିକାଣ୍ଡ ଘଟିଥିବା ବେଳେ ୨ ଜଣ ଶିଶୁ ଆହତ ହୋଇଛନ୍ତି। ବିକ୍ଷୋଭକାରୀମାନେ ବିଏସ୍‌ଏଫ୍‌…

ପଶ୍ଚିମବଙ୍ଗ: ରାମନବମୀ ଶୋଭାଯାତ୍ରା ବେଳେ ଉତ୍ତେଜନା

କୋଲକାତା,୬।୪: ପଶ୍ଚିମବଙ୍ଗରେ ରାମନବମୀ ଉତ୍ସବ ପାଇଁ କକ୍ଷା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିବାବେଳେ ଶୋଭାଯାତ୍ରାରେ ଅସ୍ତ୍ର ଧରି ସାମିଲ ହେବାକୁ ନେଇ ରାଜନୈତିକ ଉତ୍ତେଜନା ଦେଖାଦେଇଛି। ଏହାକୁ ନେଇ ଭାଜପା ଏବଂ ଶାସକ ତୃଣମୂଳ କଂଗ୍ରେସ ମଧ୍ୟରେ ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି।…

ରାମ ନବମୀ ପୂର୍ବରୁ ଅଶାନ୍ତ ହେଲା ପଶ୍ଚିମବଙ୍ଗ, ପୂଜା ପେଣ୍ଡାଲ, ମୂର୍ତ୍ତିରେ ନିଆଁ ଲଗାଇଦେଲେ ଦୁର୍ବୁତ୍ତ

କୋଲକାତା,୫।୪: ବଙ୍ଗଳାରେ ରାମନବମୀ ଶୋଭାଯାତ୍ରାର ପ୍ରସ୍ତୁତି ମଧ୍ୟରେ ଉତ୍ତର ୨୪ ପ୍ରଗଣାର ଗୋବରଡାଙ୍ଗା ଥାନା ଅଞ୍ଚଳରେ ଉତ୍ତେଜନା ଦେଖା ଦେଇଛି। ଲୋକମାନେ ଅଭିଯୋଗ କରିଛନ୍ତି ଯେ ଦୁର୍ବୃତ୍ତମାନେ ପୂଜା ମଣ୍ଡପ ଏବଂ ମୂର୍ତ୍ତିଗୁଡ଼ିକରେ ନିଆଁ ଲଗାଇ ଦେଇଛନ୍ତି। ସ୍ଥାନୀୟ ପୂଜା ଆୟୋଜକମାନେ…

ପଶ୍ଚିମବଙ୍ଗ ସରକାରଙ୍କୁ ରାଜସ୍ବ ମନ୍ତ୍ରୀଙ୍କ ନାଲି ଆଖି: ସୀମାରେ ଅନୁପ୍ରବେଶ ନେଇ କଡା ଚେତାବନୀ

ଭୁବନେଶ୍ୱର,୩ା୩: ନଦୀପଠାର ସୀମାବର୍ତ୍ତୀ ଅଞ୍ଚଳରୁ ବାଲି ଉତ୍ତୋଳନକୁ ନେଇ ଦୀର୍ଘଦିନ ଧରି ଚାଲିଥିବା ବିବାଦ ମଧ୍ୟରେ ସୋମବାର ସୁବର୍ଣ୍ଣରେଖା ନଦୀ କୂଳରେ ଓଡ଼ିଶା ଏବଂ ପଶ୍ଚିମବଙ୍ଗ ମଧ୍ୟରେ କ୍ଷେତ୍ରୀୟ ସୀମା ଚିହ୍ନଟ ପାଇଁ ଏକ ମିଳିତ ଅଭ୍ୟାସ ଆରମ୍ଭ ହୋଇଛି। ରାଜ୍ୟ…

ଚାଲିଲାନି ପଶ୍ଚିମବଙ୍ଗର ମନମାନୀ, ଓଡ଼ିଶା ଫେରୁଛି ‘ଜିନତ’

ଭୁବନେଶ୍ୱର,୩୧ା୧୨: ପଶ୍ଚିମବଙ୍ଗରୁ ସ୍ୱତନ୍ତ୍ର ଗାଡ଼ିରେ ଫେରୁଛି ବାଘୁଣୀ ‘ଜିନତ’ । ଆଲିପୁର ଚିଡ଼ିଆଖାନାରୁ ସ୍ୱତନ୍ତ୍ର ଗାଡ଼ି ଯୋଗେ ଅଣାଯାଉଛି। ମଧ୍ୟରାତ୍ରି ସୁଦ୍ଧା ‘ଜିନତ’ ଶିମିଳିପାଳ ପହଞ୍ଚିବା ଆଶା କରାଯାଉଛି। ଜାତୀୟ ବ୍ୟାଘ୍ର ସଂରକ୍ଷଣ ପ୍ରାଧିକରଣ (NTCA) ର ହସ୍ତକ୍ଷେପ ପରେ ପଶ୍ଚିମବଙ୍ଗ…

୧୦ ବର୍ଷର ନାବାଳିକାକୁ ବଳାତ୍କାର, ହତ୍ୟା ମାମଲା: ପୋଲିସକୁ ମମତାଙ୍କ ଅଲ୍ଟିମେଟମ୍

କୋଲକାତା,୬।୧୦: ପଶ୍ଚିମବଙ୍ଗର କୁଲଟୁଲିରେ ଜଣେ ୧୦ ବର୍ଷର ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୋଲିସକୁ ଅଲ୍ଟିମେଟମ୍ ଦେଇଛନ୍ତି। ମମତା କହିଛନ୍ତି ଯେ, ”ଏହି ମାମଲା ପୋକସୋ ଅଧିନିୟମ ଅନୁଯାୟୀ ପଞ୍ଜୀକୃତ ହେବା ଉଚିତ ଏବଂ…

ଓଡ଼ିଶା ପ୍ରସଙ୍ଗରେ ବଡ଼ କଥା କହିଲେ ମମତା: କଡ଼ା ଜବାବ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୮: ଟ୍ରେନିଂ ମହିଳା ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା ମାମଲାକୁ ରାଜନୀତିକରଣ କରି ଭାଜପା ରାଜ୍ୟରେ ହିଂସା ସୃଷ୍ଟି କରିବାକୁ ଚେଷ୍ଟା କରୁଥିବା ଅଭିଯୋଗ କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ରାଜନୈତିକ ଫାଇଦା ଉଦେଶ୍ୟରେ ଭାଜପା ଏପରି କରୁଥିବା କହି…

ଦୈନିକ ଆସିବ ୧ ଲକ୍ଷ ମେଟ୍ରିକ ଟନ୍: ନରମିଲେ ମମତା, ବ୍ୟବସାୟୀ ଖୁସି

ଭୋଗରାଇ, ୨୦।୮ ( ପ୍ରଦୀପ ଦାସ ): ଦୀର୍ଘ ମାସେଧରି ପଶ୍ଚିମବଙ୍ଗ ସରକାର ଓଡିଶା ସମେତ ଭିନ୍ନ ରାଜ୍ୟକୁ ଆଳୁରପ୍ତାନି କଟକଣା ଲଗାଇବା ପରେ ମଙ୍ଗଳବାର ନିଷେଧାଜ୍ଞା ପରଦା ହଟାଇଛନ୍ତି। ବଙ୍ଗୀୟ ଆଳୁ ବ୍ୟବସାୟୀଙ୍କ ଘନ ଘନ ସରକାରଙ୍କ ଉପରେ ଚାପ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?