ନମ୍ବର ସେଭ୍ ନ କରି କରିପାରିବେ WhatsAppରେ ଚାଟ୍, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍… ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ ସମୟରେ ଆମକୁ କେବଳ କିଛି ସମୟ ପାଇଁ କାହା ସହ ଚାଟିଂ କରିବାକୁ…