ଦରବୃଦ୍ଧି ସତ୍ତ୍ୱେ ଗହମ ଆମଦାନୀ କରିବେ ନାହିଁ ସରକାର: ରିପୋର୍ଟ ନୂଆଦିଲ୍ଲୀ,୧୫।୧: ଡିସେମ୍ବର ମାସରେ ଦେଶରେ ମୁଦ୍ରାସ୍ପିତି ବୃଦ୍ଧି ପାଇ ତିନି ମାସର ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି। ଏହା ସହିତ ବିଭିନ୍ନ ଖାଦ୍ୟଶସ୍ୟ ସହିତ ଗହମର ମୂଲ୍ୟ ମଧ୍ୟ ଆକାଶଛୁଆଁ ହୋଇଛି। ମୂଲ୍ୟବୃଦ୍ଧି ପରେ ମଧ୍ୟ ଭାରତ ସରକାରଙ୍କର ଗହମ ଆମଦାନୀ...