ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର ଗଣିଆନାଳ ଛକ ପୂର୍ବରୁ ମୁସ୍କାନ ନାମକ ଏକ ଚଳନ୍ତା ଯାତ୍ରୀବାହୀ ବସର ଚକା ବାହାରି ପଡ଼ିଲା...