ଗରିବ କିଏ ସଂସାରରେ ଏମିତି ଅନେକ ଲୋକ ଅଛନ୍ତି ଯେଉଁମାନେ ବହୁତ ଧନ ସମ୍ପତ୍ତିର ଅଧିକାରୀ ତ ହୋଇଥାନ୍ତି; କିନ୍ତୁ ସେମାନଙ୍କର ଆଚରଣ ଭିକାରିର ଆଚରଣ ସହିତ ପ୍ରାୟ ସମାନ ହୋଇଥାଏ। ଜୀବନସାରା କେବେ କାହାରିକୁ ଚା କପ୍ଟିଏ ବି ଦେବା ତାଙ୍କ ଦ୍ୱାରା…