ବେଙ୍ଗାଲୁରୁ,୧୮।୭: ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍.ଡି. ଦେବଗୌଡାଙ୍କ ପତ୍ନୀ ଚେନ୍ନମ୍ମାଙ୍କ ଶନିବାର ସନ୍ଧ୍ୟାରେ ବେଙ୍ଗାଲୁରୁର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଯାଇଛି। ଅପରାହ୍ନ ୪ଟାରେ ତାଙ୍କର ହୃଦଘାତରେ…