ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି ଆନ୍ଧ୍ରପ୍ରଦେଶ ହାଇକୋର୍ଟ ଏହି ମର୍ମରେ ଏକ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି। ଏକ ମାମଲାରେ…