ସନ୍ଦେହରୁ ସ୍ବାମୀଙ୍କ ଜୀବନ ନେଲେ ସ୍ତ୍ରୀ, ସାମ୍ବାଦିକ ସମ୍ମିଳନୀରେ ପୂରା ଘଟଣା କହିଲେ ଏସ୍ପି ପାରଳାଖେମୁଣ୍ଡି,୧୨ା୩: ଗଜପତି ଜିଲା ପାରଳାଖେମୁଣ୍ଡି ନଗରମ ପଲ୍ଲୀ ସାହିରେ ହୋଇଥିବା ହତ୍ୟା ଘଟଣାରେ ମୃତ ଜଗଦୀଶଙ୍କ ପରିବାର ଲୋକଙ୍କ ଅଭିଯୋଗ କ୍ରମେ ସ୍ତ୍ରୀ ହରିଙ୍କୁ ଗିରଫ କରି ପାରଳାଖେମୁଣ୍ଡି ପୋଲିସ ମଙ୍ଗଳବାର ସିନ୍ ରିକ୍ରିଏସନ କରିଥିଲା। ଆଜି ସମସ୍ତ ଦିଗକୁ...