ପ୍ରେମ ବିବାହ ପରେ ପରପୁରୁଷ ସହ ସ୍ତ୍ରୀକୁ ଦେଖିଲେ ସ୍ୱାମୀ, ଗଳା ଟିପି କଲେ ହତ୍ୟା ନୂଆଦିଲ୍ଲୀ,୨୧ା୧: ଉତ୍ତରପ୍ରଦେଶର କାନପୁର ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ଚାରି ମାସ ପରେ ଜଣେ ଯୁବକ ନିଜ ସ୍ତ୍ରୀକୁ ଅନ୍ୟ ପୁରୁଷଙ୍କ ସହ ଆପତ୍ତିଜନକ ଅବସ୍ଥାରେ ଦେଖିବା ପରେ ଗଳା ଟିପି ହତ୍ୟା କରିଛନ୍ତି।...