ପ୍ରଥମେ ପ୍ରେମ ବିବାହ, ପରେ ସ୍ତ୍ରୀଙ୍କ ନଗ୍ନ ଫଟୋ ଭାଇରାଲ କରି ସ୍ବାମୀ… ଭୁବନେଶ୍ୱର,୨୩ା୨: ପ୍ରେମ ବିବାହ କରିଥିଲେ ଦୁଇ ପ୍ରେମୀଯୁଗଳ। ପରେ ଯୌତୁକକୁ ନେଇ ଦୁଇ ପରିବାର ଭିତରେ ଦେଖାଦେଇଥିଲା ବିବାଦ। ଯାହାକୁ ନେଇ ସ୍ତ୍ରୀଙ୍କୁ ସ୍ବାମୀ ଜଣକ ଘରୁ ବାହାର ବି କରିଦେଇଥିଲେ। ଏହା ପରେ କିଛି ନଗ୍ନ ଫଟୋକୁ ଏଡିଟ୍ କରି…