୭ ବର୍ଷର ପ୍ରଚେଷ୍ଟା ୧୦ ମିନିଟରେ ଧ୍ଵଂସ, ବନ୍ୟପ୍ରାଣୀଙ୍କ ପାଇଁ ଚାଷ କାର୍ଯ୍ୟରୁ ମନ ଫେରାଉଛନ୍ତି ଚାଷୀ ଭଞ୍ଜନଗର,୮।୨(ବାବୁଲା ପ୍ରଧାନ): ଦେଶରେ ହୁ ହୁ ହୋଇ ଜନସଂଖ୍ୟା ବଢ଼ିବାରେ ଲାଗିଛି । ଜନସଂଖ୍ୟା ବୃଦ୍ଧି ଯୋଗୁଁ ଲୋକେ ବଞ୍ଚିବା ପାଇଁ ବିଭିନ୍ନ ଆବଶ୍ୟକତା ବଢୁଛି । ଏହାଦ୍ବାରା ବିଶେଷ ଭାବେ ଜଙ୍ଗଲର ପ୍ରାକୃତିକ ସମ୍ପଦ କ୍ଷତି ହେଉଛି। ଜଙ୍ଗଲ କ୍ଷୟ…