ବଡ଼ ଧରଣର ଛଟେଇ ପରେ ଇସ୍ତଫା ଦେଲେ ୱାଶିଂଟନ ପୋଷ୍ଟର ସିଇଓ ୱିଲ ଲୁଇସ ୱାଶିଂଟନ,୮।୨: ପ୍ରତିଷ୍ଠିତ ୱାଶିଂଟନ ପୋଷ୍ଟର ପ୍ରକାଶକ ଏବଂ ସିଇଓ ୱିଲ ଲୁଇସ ଇସ୍ତଫା ଦେଇଛନ୍ତି। ବହୁ ସଂଖ୍ୟାରେ କର୍ମଚାରୀ ଛଟେଇ ମଧ୍ୟରେ ଏହି ନିଷ୍ପତ୍ତି ଆସିଛି। ଲୁଇସ କହିଛନ୍ତି ଯେ ଖବରକାଗଜର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ କଠିନ ନିଷ୍ପତ୍ତି ନେବାକୁ…