ଲଣ୍ଡନ,୧୫ା୭(ପି.ଟି.): ସର୍ବପୁରାତନ ଟେନିସ୍ ଗ୍ରାଣ୍ଡସ୍ଲାମ ଓ୍ବିମ୍ବେଲଡନ୍ର ପୁରୁଷ ସିଙ୍ଗଲ୍ସ ଇଭେଣ୍ଟରେ ବିଜୟୀ ହୋଇଛନ୍ତି ସ୍ପେନ୍ର କାର୍ଲୋସ୍ ଅଲକାରାଜ। ଡିଫେଣ୍ଡିଂ ଚାମ୍ପିୟନ ଅଲକାରାଜ ଫାଇନାଲରେ ସର୍ବିୟାର ନୋଭାକ୍ ଜୋକୋଭିଚ୍ଙ୍କୁ…