ଝିଅର ଫି’ ପାଇଁ ଖାଲି ପାଦରେ ଦୌଡ଼ିଲେ ମା’, ମାରାଥନ୍ରେ ଜିତିଲେ ୩ ହଜାର ଟଙ୍କା ମୁମ୍ବାଇ,୩୧।୮: ଝିଅମାନଙ୍କ ପାଠପଢ଼ା ପାଇଁ ଜଣେ ମା’ଙ୍କ ସଂଘର୍ଷ ଏବେ ସମସ୍ତଙ୍କ ପାଇଁ ପ୍ରେରଣା ପାଲଟିଛି। ଝିଅଙ୍କ ଫି’ ଟଙ୍କା ଯୋଗାଡ଼ କରିବା ପାଇଁ ଖାଲି ପାଦରେ ମାରାଥନ୍ ଦୌଡ଼ି ପ୍ରଥମ ସ୍ଥାନ ହାସଲ କରିଛନ୍ତି ୪୭ ବର୍ଷୀୟା ରମାବାଇ ରଣବୀର।…