ରାଜ୍ୟରେ ପୁଣି ବଢ଼ିଲା ଶୀତ: ଆଗାମୀ ୩ ଦିନ କମିବ ପାରଦ, ଏସବୁ ଜିଲାରେ କୁହୁଡ଼ି
ଭୁବନେଶ୍ୱର,୬।୨: ରାଜ୍ୟରେ ଶୀତର ପ୍ରକୋପ ପୁଣି ଥରେ ଅନୁଭୂତ ହେବାକୁ ଲାଗିଛି। ଗତ ଦୁଇ ଦିନ ହେଲା ରାତିର ତାପମାତ୍ରା ହ୍ରାସ ପାଇବା ଫଳରେ ଶୀତ ବଢ଼ିଥିବା ଲକ୍ଷ୍ୟ କରାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୩…
ଶୀତ କମିଛି, କମିନି ପର୍ଯ୍ୟଟକଙ୍କ ସଂଖ୍ୟା, ସକାଳୁ ରାତି ପର୍ଯ୍ୟନ୍ତ…
ଦାରିଙ୍ଗବାଡ଼ି,୨ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଦିନରେ ଶୀତର ଅନୁଭୂତି କମିବାରେ ଲାଗିଛି। କେବଳ ସନ୍ଧ୍ୟା ପରଠାରୁ ଶୀତ ମାଡ଼ି ଆସି ଭୋର୍ ସମୟରେ ପ୍ରବଳ ଶୀତ ଅନୁଭୂତ ହେଉଥିବା ବେଳେ ଏହାର ପ୍ରଭାବ ଦିନରେ ବହୁତ କମ୍ ଦେଖାଯାଇଛି।…
କଡ଼ ଲେଉଟାଇଲା ପାଗ, ଫେରିଲା ଶୀତ, ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ
ଦାରିଙ୍ଗବାଡି, ୧।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳକୁ ପୁଣ ଫେରିଛିି ଶୀତ। ଭୋର ସମୟରେ ଅସହ୍ୟ ଜାଡ଼ ଅନୁଭୂତ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ସେହିପରି ଦୀର୍ଘ ଦିନ ପରେ ପୁଣି ପାଗରେ ପରିବର୍ତ୍ତନ ଆସିଛି ଦକ୍ଷିଣ ପବନ…
ଶୀତ, କୁହୁଡ଼ି ଭିତରେ ଖରାତାତିକୁ ଅନୁଭବ କରିବେ ଲୋକେ
ଭୁବନେଶ୍ୱର, ୧୯ା୧ (ବନ୍ଦନା ସେଠୀ): ରାଜ୍ୟରେ ପଶ୍ଚିମାଝଡ଼ ପ୍ରଭାବରେ ବଢିବ ରାତି ତାପମାତ୍ରା। ଶୀତ, କୁହୁଡ଼ି ସାଙ୍ଗକୁ ଖରାତାତିକୁ ଅନୁଭବ କରିବେ ଲୋକେ। ଏବେ ବି ଥଣ୍ଡା ପ୍ରକୋପ ଜାରି ରହିଛି। ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୨.୮ ଡିଗ୍ରୀ ରେକର୍ଡ…
୨ ସପ୍ତାହ ଯାଏ ଶୀତରୁ ନାହିଁ ନିସ୍ତାର
ଭୁବନେଶ୍ୱର,୮ା୧: ରାଜ୍ୟରେ ଆଗାମୀ ଦୁଇ ସପ୍ତାହ ଯାଏ ଶୀତ ଜାରି ରହିବ। ଏନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସଙ୍କ ସୂଚନା ଗୁରୁବାର ସୂଚନା ଦେଇଛନ୍ତି। ରାଜ୍ୟର ୨୪ଟି ସହରରେ ରାତିର ତାପମାତ୍ରା ୧୦ କିମ୍ୱା ତାଠୁ କମ୍ ରହିଥିବା ଜଣାପଡିଛି। ଜି.…
ଅଷ୍ଟମ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ, ଜାଣନ୍ତୁ କେବେ ଖୋଲିବ
ପ୍ରୟାଗରାଜ,୬।୧: ପ୍ରୟାଗରାଜରେ ବଢୁଥିବା ଥଣ୍ଡା, ଶୀତ ଲହରୀ ଏବଂ ଘନ କୁହୁଡ଼ିକୁ ଦୃଷ୍ଟିରେ ରଖି, ଜିଲାର ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକ ଜାନୁଆରୀ ୧୫ ପର୍ଯ୍ୟନ୍ତ ବନ୍ଦ ରହିବ। ଜିଲା ସ୍କୁଲ ପରିଦର୍ଶକ (DIOS) ପି.ଏନ. ସିଂହ ସୋମବାର ଏହି ମର୍ମରେ…
ତିନି ଦିନ ପରେ ପୁଣି ଫେରିଲା ହାଡ଼ଭଙ୍ଗା ଶୀତ: ଜି.ଉଦୟଗିରିରେ ୩.୫ ଡିଗ୍ରୀ ତାପମାତ୍ରା
ଜି.ଉଦୟଗିରି,୨୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଓଡ଼ିଶାର ସବୁଠାରୁ ଶୀତ ପ୍ରବଣ ଅଞ୍ଚଳ ଜି.ଉଦୟଗିରିରେ ୨/୩ ଦିନ ଶୀତ ଲୁଚକାଳି ଖେଳୁଥିବା ବେଳେ ହଠାତ୍ ଶନିବାର ଠାରୁ ଥଣ୍ଡା ବଢ଼ିଛି। ଶୁକ୍ରବାର ସାରୁ ଜି.ଉଦୟଗିରିରେ ଅସହ୍ୟ ଥଣ୍ଡା ଅନୁଭୂତ ହୋଇଥିଲା। ରବିବାର ସକାଳ…
ଶୀତଦିନେ ପରିସ୍ରାର ରଙ୍ଗ ଏପରି ଦେଖାଯାଉଛି କି, ହୋଇପାରେ…
ନୂଆଦିଲ୍ଲୀ,୨୪।୧୨: ଶୀତଦିନ ଆସିବା ସହିତ ଶରୀରରେ ଅନେକ ପରିବର୍ତ୍ତନ ଘଟେ । ଥଣ୍ଡା ବଢ଼ିବା ସହିତ ଖାଦ୍ୟପେୟ, ପାନୀୟ ଅଭ୍ୟାସ ଏବଂ ଦୈନନ୍ଦିନ କାର୍ଯ୍ୟଶୈଳୀରେ ପରିବର୍ତ୍ତନ ଆସେ । ଅନେକ ଲୋକ ଲକ୍ଷ୍ୟ କରନ୍ତି ଯେ ସେମାନଙ୍କର ପରିସ୍ରାର ରଙ୍ଗ ସାଧାରଣ ଠାରୁ…
ରେକର୍ଡ ଭାଙ୍ଗୁଛି ଶୀତ, ରାଜ୍ୟର ସବୁଠୁ ଥଣ୍ଡା ସହର ଦାରିଙ୍ଗବାଡ଼ି
ଦାରିଙ୍ଗବାଡ଼ି,୭ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତର ଲହରି ରେକର୍ଡ ଭାଙ୍ଗିଛି। ଦିନକୁ ଦିନ ତାପମାତ୍ରା ହ୍ରାସ ପାଇ ରବିବାର ସକାଳ ସୁଦ୍ଧା ୭.୫ ଡିଗ୍ରୀ ରହିଛି। ଫଳରେ ରାଜ୍ୟରେ ସବୁଠାରୁ କମ୍ ତାପମାତ୍ରା ବୋଲି କୁହାଯାଇଛି। ପ୍ରବଳ ଜାଡ଼…
ଦାରିଙ୍ଗବାଡ଼ିକୁ ବିଳମ୍ବରେ ଆସିଲା ଶୀତ: ଖସୁଛି ପାରଦ, ଘନ କୁହୁଡ଼ି ଯୋଗୁଁ ଯାତାୟାତ ବାଧାପ୍ରାପ୍ତ
ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): ‘ଓଡ଼ିଶାର କାଶ୍ମୀର’ ଭାବେ ପରିଚିତ ଦାରିଙ୍ଗବାଡ଼ିରେ ଚଳିତ ବର୍ଷ ଶୀତ ଆସିବାରେ ବିଳମ୍ବ ହୋଇଥିବା ବେଳେ ଗତ ଦୁଇ ଦିନ ହେବ ତାପମାତ୍ରା ଧୀରେ ଧୀରେ ଖସିବାରେ ଲାଗିଛି। ଫଳରେ ସହରରେ ଶୀତର ପ୍ରକୋପ ବଢ଼ିବାରେ ଲାଗିଛି। ଘର…
ଚାରିଦିନରେ ୪ଡିଗ୍ରୀ ଖସିବ ରାତି ତାପମାତ୍ରା
ଭୁବନେଶ୍ୱର, ୭ା୧୧ (ବନ୍ଦନା ସେଠୀ)- ରାଜ୍ୟରେ ଏବେ ବର୍ଷାର ପ୍ରଭାବ ନ ଥିବାରୁ ପାଗ ମୁଖ୍ୟତଃ ଶୁଖିଲା ରହିଛି। ସମଗ୍ର ରାଜ୍ୟରେ ରାତି ତାପମାତ୍ରା ସାଧାରଣ ରହିଥିବାରୁ ଅଳ୍ପ ଶୀତ ଅନୁଭୂତ ହେଉଛି। ବର୍ତ୍ତମାନ ରାଜ୍ୟକୁ ଉତ୍ତର ଦିଗରୁ ଶୁଖିଲା ଥଣ୍ଡା…
ରବିବାରଠାରୁ ରାଜ୍ୟରେ ପଡ଼ିବ ପହିଲି ଶୀତ: ଏସବୁ ଜିଲାରେ ଖସିବ ତାପମାତ୍ରା
ଭୁବନେଶ୍ୱର,୩୧।୧୦: ବାତ୍ୟାର ପ୍ରଭାବ କମିବା ପରେ ରାଜ୍ୟରେ ଉତ୍ତରା ପବନ ବହିବା ଆରମ୍ଭ ହୋଇଛି। ଫଳରେ ରବିବାରଠାରୁ ପହିଲି ଶୀତ ଅନୁଭୂତ ହେବ ବୋଲି ପାଣିପାଗ ବିଶେଷଜ୍ଞ ଡ. ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି। ନଭେମ୍ବର ୨ ତାରିଖ ଆଡ଼କୁ ସାରା ରାଜ୍ୟରେ…
Archives


