ଆରମ୍ଭ ହେବ ଦାରିଙ୍ଗବାଡ଼ି ଶୀତ ମହୋତ୍ସବ: ମା’ ପଟ୍ଟଖଣ୍ଡାଙ୍କ ପୀଠରେ ପୂଜାର୍ଚ୍ଚନା ପରେ… ଦାରିଙ୍ଗବାଡ଼ି,୪ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଆଉ କିଛିଦିନ ପରେ ଶୀତ ମହୋତ୍ସବର ଶୁଭାରମ୍ଭ ହେବ। ଏଥିପାଇଁ ସ୍ଥାନୀୟ ପ୍ରଶାସନ ଓ ସ୍ଥାନୀୟ ବାସିନ୍ଦା ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ରବିବାର ପୂର୍ବାହ୍ନରେ ଶୀତ ମହୋତ୍ସବ କମିଟି ପକ୍ଷରୁ...