ଦାରିଙ୍ଗବାଡ଼ିରେ ଚଳିତବର୍ଷର ପ୍ରଥମ ତୁଷାରପାତ, ଶୀତ ଲହରୀ ଜାରି ଦାରିଙ୍ଗବାଡ଼ି,୧୬ା୧୨(ଅରୁଣ ସାହୁ) କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶୀତ ଲହରୀ ଜାରି ରହିଛି। ତାପମାତ୍ରା ହ୍ରାସ ପାଇବା ସହ ଚଳିତ ବର୍ଷ ପ୍ରଥମଥର ପାଇଁ ସୋମବାର ସକାଳେ ତୁଷାରପାତ ଦେଖିବାକୁ ମିଳିଛି। ଦାରିଙ୍ଗବାଡ଼ିର ବୁର୍ଜୁବାଡ଼ି ସମେତ ଶିବ ମନ୍ଦିର...