ସାରା ରାଜ୍ୟକୁ ଥରାଉଛି ଶୀତ, ଜି.ଉଦୟଗିରି ସବୁଠୁ ଥଣ୍ଡା, ତାପମାତ୍ରା ରହିଛି…
ଭୁବନେଶ୍ୱର,୮ା୧୨: ରାଜ୍ୟରେ କିଛିଦିନ ହେବ ଶୀତ ଲହରି ଜାରି ରହିଛି। କନ୍ଧମାଳ ଜିଲାର ସବୁଜ ସୁନ୍ଦର ପାହାଡ଼ ପର୍ବତ ଘେରା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ୍ ତାପମାତ୍ରା ସହ ଶୀତଳତମ ସହର ଭାବେ ପରିଗଣିତ ହୋଇଛି। ରାଜ୍ୟ ପାଣିପାଗ ବିଭାଗର...
ଦୁଇଦିନ ପରେ ପୁଣି ଫେରିଲା ଶୀତ: ଜି.ଉଦୟଗିରି ରାଜ୍ୟର ସବୁଠୁ ଥଣ୍ଡା ସହର
ଜି.ଉଦୟଗିରି,୨୪ା୧୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଦୁଇ ଦିନର ବ୍ୟବଧାନ ପରେ ପୁଣି ଜି.ଉଦୟଗିରିକୁ ଫେରିଛି ଶୀତ। ସୋମବାର ଜି. ଉଦୟଗିରିର ସର୍ବନିମ୍ନ ତାପମାତ୍ରା ୧୧. ୩ ଡିଗ୍ରୀ ସେଲସିୟସ ରହିଛି। ଯାହାକି ରାଜ୍ୟର ସବୁଠାରୁ କମ୍ ତାପମାତ୍ରା। ସୋମବାର ଘନ...
୧୦ ଡିଗ୍ରୀ ତଳେ ରାଜ୍ୟର ୪ ସହର
ଭୁବନେଶ୍ୱର,୧୩ା୧୧: ରାଜ୍ୟରେ ବଢ଼ୁଛି ଶୀତ। ଗୁରୁବାର ୧୦ ଡିଗ୍ରୀ ତଳେ ୪ ସହରର ତାପମାତ୍ରା ରହିଥିବାବେଳେ ସେମିଳିଗୁଡ଼ା ସବୁଠୁ ଥଣ୍ଡା ସହର ପାଲଟିଛି। ଏଠାରେ ତାପମାତ୍ରା ୭.୧ ଡିଗ୍ରୀ ରହିଛି। ସେହିପରି ଜି. ଉଦୟଗିରିରେ ତାପମାତ୍ରା ୭.୪ ଡିଗ୍ରୀ ଥିବାବେଳେ...
ପାରଦ ତଳମୁହାଁ: ଦୁଇଦିନ ପରେ ବଢ଼ିବ ଶୀତ, ଥରିବ ଓଡ଼ିଶା
ଭୁବନେଶ୍ୱର, ୭ା୧୧ (ବନ୍ଦନା ସେଠୀ): ରାଜ୍ୟରେ ଧିରେ ଧିରେ ପାରଦ ତଳମୁହାଁ ହେଉଥିବାବେଳେ ଶୀତ ଅନୁଭୂତ ହେବାରେ ଲାଗିଛି। ଆଉ ୨ଦିନ ପରେ ଶୀତ ଆହୁରି ବଢିବ। ଆଗାମୀ ୪୮ଘଣ୍ଟା ମଧ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ କମିବା ସହ...
ଓଡ଼ିଶାରେ ବର୍ଷା ପରେ ଲମ୍ବା ଆସୁଛି ଅସମ୍ଭାଳ ଶୀତ: ମୌସୁମୀ ବାୟୁ ପ୍ରତ୍ୟାହାର ଆରମ୍ଭ
ଭୁବନେଶ୍ୱର,୧୨।୧୦: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଓ ତେଲେଙ୍ଗାନାର କିଛି ଅଞ୍ଚଳରୁ ଆଗାମୀ ୨୪ ଘଣ୍ଟା ଭିତରେ ଆହୁରି ପ୍ରତ୍ୟାହାର ହେବାର ଅନୁକୂଳ ପରିସ୍ଥିତି ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ରବିବାର ଜଣାଇଛି। ଅକ୍ଟୋବର ଆରମ୍ଭରେ ଡିପ୍ରେସନ୍...
ଏବର୍ଷ ଥରିବ ଓଡ଼ିଶା, ବର୍ଷ ଶେଷ ଆଡ଼କୁ ସୃଷ୍ଟି ହେବ…
ଭୁବନେଶ୍ୱର,୨୯ା୮: ପ୍ରତିବର୍ଷ ସେପ୍ଟେମ୍ବର ଦ୍ବିତୀୟ ସପ୍ତାହରୁ ଦେଶରୁ ପ୍ରାୟତଃ ମୌସୁମୀ ବିଦାୟ ନେଉଥିବାବେଳେ ଚଳିତବର୍ଷ ଏଥିରେ ବିଳମ୍ବ ହେବ। ବିଶ୍ୱ ପାଣିପାଗ ସଙ୍ଗଠନ(ଡବ୍ଲୁଏମଓ)ର ଆକଳନ ଅନୁସାରେ, ବର୍ଷର ଶେଷ ଆଡ଼କୁ ଲା’ ନିନା ପରିସ୍ଥିତି ସୃଷ୍ଟି ହେବାର ୬୦% ସମ୍ଭାବନା...
କମୁଛି ରାତ୍ରି ତାପମାତ୍ରା; ୧୦ ଡିଗ୍ରୀ ତଳେ ୯ ସହର
ଭୁବନେଶ୍ୱର,୪।୧: ପଶ୍ଚିମା ଝଡ଼ ପ୍ରଭାବରେ, ବର୍ତମାନ ରାଜ୍ୟରେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ୯ ସହରରେ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି। ଫୁଲବାଣୀରେ ସବୁଠୁ ଅଧିକ ଥଣ୍ଡା ଅନୁଭୂତ ହୋଇଥିବା ବେଳେ ଏଠାରେ ତାପମାତ୍ରା ୭.୫ ଡିଗ୍ରୀ ରହିଛି।...
ଥରାଉଛି ଶୀତ, ଆହୁରି ଖସିବ ତାପମାତ୍ରା
ଭୁବନେଶ୍ୱର,୨ା୧: ରାଜ୍ୟକୁ ଫେରିଛି ଶୀତ। ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରୀ ହ୍ରାସ ପାଇବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ଗୁରୁବାରଠାରୁ ୪ ତାରିଖ ମଧ୍ୟରେ କେତେକ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳକୁ...
ବଢ଼ିଲା ଶୀତ, ପୁଣି ଆସୁଛି ବର୍ଷା
ଭୁବନେଶ୍ୱର,୨୩ା୧୨(ଅନୁରାଧା ମହାରଣା): ଲଘୁଚାପଜନିତ ଅଦିନିଆ ବର୍ଷା ଛାଡିଯାଇଥିଲେ ମଧ୍ୟ ରବିବାରଠାରୁ ରାଜ୍ୟରେ ଶୀତର ପରିମାଣ ବଢ଼ିଛି। ଆସନ୍ତା ୨୪ ତାରିଖରୁ ପୁଣି ବର୍ଷା ସମ୍ଭାବନା ଥିବାରୁ ୩ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ...
ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ଶୀତର ପ୍ରଭାବ, ପାଣିପାଗ ବିଭାଗର ପୂର୍ବାନୁମାନ
ଭୁବନେଶ୍ୱର, ୨୦।୧୧: ରାଜ୍ୟର ଆଭ୍ୟନ୍ତରୀଣ ଅଞ୍ଚଳରେ ଗତ ଦୁଇଦିନ ଧରି ତାପମାତ୍ରା ହ୍ରାସ ପାଇବା ଯୋଗୁଁ ଶୀତର ପ୍ରଭାବ ବୃଦ୍ଧି ପାଇଛି । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ପାଣିପାଗର ସ୍ଥିତିରେ ବିଶେଷ ପରିବର୍ତ୍ତନର ସୂଚନା ନାହିଁ ହେବ ବୋଲି...
ଆସନ୍ତା ଦୁଇଦିନରେ ୨ରୁ ୪ ଡିଗ୍ରୀ ଯାଏ କମିଯିବ ରାତି ତାପମାତ୍ରା, ବୁଧବାର ବର୍ଷା
ଭୁବନେଶ୍ୱର,୧୨।୧୧: ଚଳିତ ବର୍ଷ ଶୀତ ପଡ଼ିବା ବିଳମ୍ବ ହେଉଇଁଥିଲେ ମଧ୍ୟ ଆଉ ଦିନେ କିମ୍ବା ଦୁଇଦିନ ଶୀତ ବଢିବାକୁ ଯାଉଛି। ଆଞ୍ଚଳିକ ପାଣିପ[ଆଜି କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ମିଳିଥିବା ସୂଚନ ଅନୁଯାୟୀ ଆସନ୍ତା ୧୫ ତାରିଖରୁ ରାଜ୍ୟରେ ଶୀତ ବଢ଼ିବ।...
ରାଜ୍ୟରେ ସାମାନ୍ୟ ହ୍ରାସ ପାଇଲା ଶୀତର ପ୍ରଭାବ, ଘନକୁହୁଡ଼ି ଆଶଙ୍କାରେ ୟେଲୋ ୱାର୍ନିଂ ଜାରୀ
ଭୁବନେଶ୍ୱର,୨୭।୧୨ : ରାଜ୍ୟରେ ଶୀତର ପ୍ରକୋପ କମ୍ ରହିଥିବାବେଳେ ଅଧିକାଂଶ ସ୍ଥାନରେ ଘନ କୁହୁଡ଼ି ଦୃଶ୍ୟମାନ ହେଉଛି । ଏହି ଭଳି ସ୍ଥିତି ଆଗକୁ ଦୁଇ/ତିନି ଦିନ ଧରି ଜାରି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ...
Archives


