ଥରାଉଛି ଶୀତ, ଆହୁରି ଖସିବ ତାପମାତ୍ରା
ଭୁବନେଶ୍ୱର,୨ା୧: ରାଜ୍ୟକୁ ଫେରିଛି ଶୀତ। ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରୀ ହ୍ରାସ ପାଇବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ଗୁରୁବାରଠାରୁ ୪ ତାରିଖ ମଧ୍ୟରେ କେତେକ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳକୁ ଖସି…
ବଢ଼ିଲା ଶୀତ, ପୁଣି ଆସୁଛି ବର୍ଷା
ଭୁବନେଶ୍ୱର,୨୩ା୧୨(ଅନୁରାଧା ମହାରଣା): ଲଘୁଚାପଜନିତ ଅଦିନିଆ ବର୍ଷା ଛାଡିଯାଇଥିଲେ ମଧ୍ୟ ରବିବାରଠାରୁ ରାଜ୍ୟରେ ଶୀତର ପରିମାଣ ବଢ଼ିଛି। ଆସନ୍ତା ୨୪ ତାରିଖରୁ ପୁଣି ବର୍ଷା ସମ୍ଭାବନା ଥିବାରୁ ୩ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ ବୋଲି…
ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ଶୀତର ପ୍ରଭାବ, ପାଣିପାଗ ବିଭାଗର ପୂର୍ବାନୁମାନ
ଭୁବନେଶ୍ୱର, ୨୦।୧୧: ରାଜ୍ୟର ଆଭ୍ୟନ୍ତରୀଣ ଅଞ୍ଚଳରେ ଗତ ଦୁଇଦିନ ଧରି ତାପମାତ୍ରା ହ୍ରାସ ପାଇବା ଯୋଗୁଁ ଶୀତର ପ୍ରଭାବ ବୃଦ୍ଧି ପାଇଛି । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ପାଣିପାଗର ସ୍ଥିତିରେ ବିଶେଷ ପରିବର୍ତ୍ତନର ସୂଚନା ନାହିଁ ହେବ ବୋଲି ଭୁବନେଶ୍ୱରସ୍ଥିତ…
ଆସନ୍ତା ଦୁଇଦିନରେ ୨ରୁ ୪ ଡିଗ୍ରୀ ଯାଏ କମିଯିବ ରାତି ତାପମାତ୍ରା, ବୁଧବାର ବର୍ଷା
ଭୁବନେଶ୍ୱର,୧୨।୧୧: ଚଳିତ ବର୍ଷ ଶୀତ ପଡ଼ିବା ବିଳମ୍ବ ହେଉଇଁଥିଲେ ମଧ୍ୟ ଆଉ ଦିନେ କିମ୍ବା ଦୁଇଦିନ ଶୀତ ବଢିବାକୁ ଯାଉଛି। ଆଞ୍ଚଳିକ ପାଣିପ[ଆଜି କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ମିଳିଥିବା ସୂଚନ ଅନୁଯାୟୀ ଆସନ୍ତା ୧୫ ତାରିଖରୁ ରାଜ୍ୟରେ ଶୀତ ବଢ଼ିବ। ରାତି…
ରାଜ୍ୟରେ ସାମାନ୍ୟ ହ୍ରାସ ପାଇଲା ଶୀତର ପ୍ରଭାବ, ଘନକୁହୁଡ଼ି ଆଶଙ୍କାରେ ୟେଲୋ ୱାର୍ନିଂ ଜାରୀ
ଭୁବନେଶ୍ୱର,୨୭।୧୨ : ରାଜ୍ୟରେ ଶୀତର ପ୍ରକୋପ କମ୍ ରହିଥିବାବେଳେ ଅଧିକାଂଶ ସ୍ଥାନରେ ଘନ କୁହୁଡ଼ି ଦୃଶ୍ୟମାନ ହେଉଛି । ଏହି ଭଳି ସ୍ଥିତି ଆଗକୁ ଦୁଇ/ତିନି ଦିନ ଧରି ଜାରି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ…
କମିବ ଶୀତର ପ୍ରକୋପ! ଓଡିଶାରେ ରାତ୍ରି ତାପମାତ୍ରା ୨ ରୁ ୩ ଡ଼ିଗ୍ରୀ ବୃଦ୍ଧି ସମ୍ଭାବନା
ଭୁବନେଶ୍ୱର,୨୩।୧୨: ବାୟୁମଣ୍ଡଳର ଉପରିଭାଗରେ ପଶ୍ଚିମା-ନିମ୍ନ ଚାପ ରେଖା ସହ ଜଡିତ ବାୟୁ ଚଳା-ଚଳ ପ୍ରଭାବରେ ଓଡ଼ିଶାକୁ ଉତ୍ତର-ପଶ୍ଚିମ ଦିଗରୁ ଶୁଷ୍କ ଥଣ୍ଡା ବାୟୁ ପ୍ରବାହ ଧୀରେ ଧୀରେ ଦୁର୍ବଳ ହେଉଥିବାରୁ ଶୀତ କମିବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ…
ଓଡ଼ିଶାରେ ବଢ଼ିବ ଶୀତର ପ୍ରକୋପ; ୩ ରୁ ୫ ଡିଗ୍ରୀ ପାରଦ ଖସିବା ପୂର୍ବାନୁମାନ
ଭୁବନେଶ୍ୱର, ୯।୧୨: ସାମୁଦ୍ରିକ ଝଡ଼ ମିଗ୍ଜୋମ୍ ଅପସରି ଯାଇଥିବାବେଳେ ତାପମାତ୍ରା ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି । ଆସନ୍ତା ୨ରୁ ୩ ଦିନ ମଧ୍ୟରେ ରାତ୍ରି ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ଖସିଯିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ…
Archives


