Tag Archives: Winter Session

ସଂସଦରେ କିଏ ପିଇଲା ସିଗାରେଟ? ଅନୁରାଗ ଠାକୁରଙ୍କ ବୟାନକୁ ନେଇ ହଙ୍ଗାମା

ନୂଆଦିଲ୍ଲୀ,୧୧|୧୨: ଇ-ସିଗାରେଟକୁ ଭାରତ ସରକାର ବ୍ୟାନ କରିଛନ୍ତି । କିନ୍ତୁ ଆଜି ପୁଣିଥରେ ସଂସଦରେ ଏହି ପ୍ରସଙ୍ଗ ଉଠିଛି । ସଦନରେ ଇ-ସିଗାରେଟ ପିଇବା ନେଇ ଭାଜପା ନେତା ଅନୁରାଗ ଠାକୁର ତୃଣମୂଳ କଂଗ୍ରେସ ସାଂସଦ ଉପରେ ଗୁରୁତର ଆରୋପ ଲଗାଇଛନ୍ତି…

୧୮ ଦିନ ପୂର୍ବରୁ ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ, ମାତ୍ର ୧୧ ଦିନରେ…

ଭୁବନେଶ୍ୱର,୯।୧୨: ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାର ବାଚସ୍ପତି ସୁରମା ପାଢ଼ୀଙ୍କ ଦ୍ୱାରା ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯାଇଛି। ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନ ନିର୍ଦ୍ଧାରିତ ସମୟର ୧୮ ଦିନ ପୂର୍ବରୁ ଶେଷ…

ଶୀତକାଳିନ ଅଧିବେଶନର ପ୍ରଥମ ଦିନରେ ଦୁଇଫାଳ ହେଲା ଇଣ୍ଡିଆ ମେଣ୍ଟ

ନୂଆଦିଲ୍ଲୀ,୧।୧୨: ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ ହେବା ପୂର୍ବରୁ, ବିରୋଧୀ ମେଣ୍ଟ, ଇଣ୍ଡିଆ ବ୍ଲକ ମଧ୍ୟରେ ଫାଟ ସ୍ପଷ୍ଟ ହୋଇଛି। ସୋମବାର ସକାଳେ କଂଗ୍ରେସ ଏକ ସାଧାରଣ ରଣନୀତି ପ୍ରସ୍ତୁତ କରିବା ପାଇଁ ତା’ର ସହଯୋଗୀ ଦଳଗୁଡ଼ିକ ସହିତ ବୈଠକ ଡାକିଥିଲା,…

ବିରୋଧୀଙ୍କୁ ସିଧାସିଧା ଶୁଣାଇଦେଲେ ମୋଦି, କହିଲେ ପାର୍ଲାମେଣ୍ଟ ଡ୍ରାମା, ନାରାବାଜିର ସ୍ଥାନ ନୁହେଁ, ପରାଜୟକୁ…

ନୂଆଦିଲ୍ଲୀ,୧ା୧୨: ସୋମବାରଠାରୁ ସଂସଦର ଶୀତ ଅଧିବେଶନ ଆରମ୍ଭ ହୋଇଛି। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି। ମୋଦି କହିଛନ୍ତି, କିଛି ବିରୋଧୀ ସେମାନଙ୍କ ପରାଜୟକୁ ହଜମ କରିପାରୁନାହାନ୍ତି। ଏହି ପରାଜୟର ରାଗ  ଆସି ସେମାନେ ପାର୍ଲାମେଣ୍ଟରେ ଶୁଝାନ୍ତି। ପରାଜୟର…

ଆଜିଠାରୁ ସଂସଦର ଶୀତକାଳିନ ଅଧିବେଶନ, ବିରୋଧିଙ୍କ ଟାର୍ଗେଟରେ SIR

ନୂଆଦିଲ୍ଲୀ,୧।୧୨(ପି.ଟି.): ପାର୍ଲାମେଣ୍ଟର ଶୀତ ଅଧିବେଶନ ସୋମବାରଠାରୁ ଆରମ୍ଭ ହେବାକୁ ଯାଉଥିବାବେଳେ ଏହାର ଦିନକ ପୂର୍ବରୁ କେନ୍ଦ୍ର ସରକାର ସର୍ବଦଳୀୟ ବୈଠକ ଡାକିଥିଲେ। ଭୋଟର ତାଲିକାର ଏସ୍‌ଆଇଆର୍‌ ଉପରେ ଆଲୋଚନା ପାଇଁ ବିରୋଧୀ ଦଳଗୁଡ଼ିକ ଦାବି କରିଛନ୍ତି। ସର୍ବଦଳୀୟ ବୈଠକରେ ସଂସଦୀୟ ବ୍ୟାପାର…

ଆସନ୍ତା ୨୭ରୁ ବିଧାନସଭା ଶୀତ ଅଧିବେଶନ: ପ୍ରଥମ ଦିନରେ ସମ୍ବୋଧନ କରିବେ ରାଷ୍ଟ୍ରପତି

ଭୁବନେଶ୍ୱର,୧୦।୧୧: ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ଆସନ୍ତା ନଭେମ୍ବର ୨୭ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏହି ଗୁରୁତ୍ୱପୂର୍ଣ୍ଣ ଅଧିବେଶନର ପ୍ରଥମ ଦିନରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୃହକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି। ବିଧାନସଭାର ଏହି ଶୀତ ଅଧିବେଶନ…

ନଭେମ୍ବର ୨୬ରୁ ବିଧାନସଭା ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର,୩୦।୧୦: ନଭେମ୍ବର ୨୬ରୁ ଆରମ୍ଭ ହେବ ବିଧାନସଭା ଶୀତକାଳୀନ ଅଧିବେଶନ। ନଭେମ୍ବର ୨୬ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ଯାଏଁ ଚାଲିବ। ବୁଧବାର ଏନେଇ ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟରେ ନୂଆ ସରକାର ଆସିବା ପରେ ପ୍ରଥମ ଥର…

ବିଧାନସଭାରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ, ଗୁରୁବାର ପର୍ଯ୍ୟନ୍ତ ମୁଲତବି ରଖିଲେ ବାଚସ୍ପତି

ଭୁବନେଶ୍ୱର,୨୨।୧୧: ବିଧାନସଭାର ଶୀତକାଳୀନ ଅଧିବେଶନର ଦ୍ୱିତୀୟ ଦିନରେ ବୁଧବାର ଆଦିବାସୀଙ୍କ ଜମି ପ୍ରସଙ୍ଗରେ ଉଭୟ ବିଜେପି ଓ କଂଗ୍ରେସ ସଦସ୍ୟମାନେ ହଟ୍ଟଗୋଳ କରିଛନ୍ତି। ବିଧାନସଭା କାର୍ଯ୍ୟ ଆରମ୍ଭ ମାତ୍ରେ ବିରୋଧି ସଦସ୍ୟମାନେ ହାତରେ ପ୍ଲା-କାର୍ଡ ଧରି ଗୃହ ମଧ୍ୟଭାଗକୁ ଆସିବା ସହିତ…

୨୧ରୁ ବିଧାନସଭାର ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର,୪/୧୧: ନଭେମ୍ବର ୨୧ରୁ ବିଧାନସଭା ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ଏହା ଡିସେମ୍ବର ୩୦ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ ବିଧାନସଭା ପରିଚାଳନା ପାଇଁ ବାଚସ୍ପତି ଖୁବ୍‌ଶୀଘ୍ର ସର୍ବଦଳୀୟ ବୈଠକ ଡକାଇ ପାରନ୍ତି ବୋଲି ସୂଚନାରୁ ଜଣାପଡ଼ିଛି।

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri