ନଭେମ୍ବର ୧୮ରୁ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ: ୩୩ ଦିନ ଧରି ଚାଲିବ…
ଭୁବନେଶ୍ୱର, ୨୮।୧୦: ଆସନ୍ତା ନଭେମ୍ବର ୧୮ ତାରିଖରୁ ଓଡ଼ିଶା ବିଧାନସଭାର ୧୭ତମ ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ଏହି ଅଧିବେଶନ ନଭେମ୍ବର ୧୮ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ସମୁଦାୟ ୪୪ ଦିନର ଏହି ଅଧିବେଶନ…

