ଓଡ଼ିଶାକୁ ବିଳମ୍ବରେ ଆସିବ ଶୀତ, ଶୀଘ୍ର ଫେରିବ: ଆଇଏମଡି ଭୁବନେଶ୍ୱର,୩।୧୧: ଓଡ଼ିଶାକୁ ଚଳିତ ବର୍ଷ ଶୀତ ବିଳମ୍ବରେ ଆସିବ ଏବଂ ଆଗୁଆ ଫେରିଯିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର (IMD) ସୋମବାର ପୂର୍ବାନୁମାନ କରିଛି। ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଶୁଷ୍କ-ଶୀତଳ ପବନ ପ୍ରବେଶ କରୁଥିବାରୁ କିଛି ସ୍ଥାନରେ ରାତିର ତାପମାତ୍ରା…