ଯୁଗେ ଯୁଗେ ଇଚ୍ଛାମୃତ୍ୟୁ ଣସି କାରଣରୁ ବ୍ୟକ୍ତି ଇଚ୍ଛାକରି ମୃତ୍ୟୁକୁ ଆଦରି ନେବା ହେଉଛି ଇଚ୍ଛାମୃତ୍ୟୁ, ଯାହା ପୁରାଣ ପୃଷ୍ଠା ମଣ୍ଡନକରି ପାଠକର ମନ ହୃଦୟକୁ ଆନ୍ଦୋଳିତ କରେ। ରାମାୟଣ ଯୁଦ୍ଧର ଅବସାନ ପରେ ଶ୍ରୀରାମ ସୀତାଙ୍କୁ ଲଙ୍କାରୁ ଉଦ୍ଧାର କରି ଆଣିଲେ ସତ; କିନ୍ତୁ…