Govt Jobs: ବିନା ଇଣ୍ଟରଭ୍ୟୁରେ, ବିନା ପରୀକ୍ଷାରେ ଏମିତି ଉଠାନ୍ତୁ ସରକାରୀ ଚାକିରିର ସୁବିଧା ନୂଆଦିଲ୍ଲୀ,୨୪।୧୨: ୟୁନାଇଟେଡ ଇଣ୍ଡିଆ ଇନସ୍ୟୁରାନ୍ସ କମ୍ପାନୀ ଲିମିଟେଡ ୧୫୩ଟି ପ୍ରଶାସନିକ ଅଧିକାରୀ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ସବୁଠାରୁ ଭଲ କଥା ହେଉଛି ଚୟନ ଯୋଗ୍ୟତା ଉପରେ ଆଧାରିତ ହେବ, ଅର୍ଥାତ କୌଣସି ଲିଖିତ ପରୀକ୍ଷା କିମ୍ବା...