ଲାଲକିଲ୍ଲା ବିସ୍ଫୋରଣର ଭୟାବହତା: ପ୍ରତ୍ୟକ୍ଷଦର୍ଶୀଙ୍କ ଛାତିଥରା କାହାଣୀ, ”ଭାବିଲି ଆଉ ବଞ୍ଚିବିନି” ନୂଆଦିଲ୍ଲୀ,୧୦।୧୧: ଦିଲ୍ଲୀର ଐତିହାସିକ ଲାଲକିଲ୍ଲା (Red Fort) ନିକଟରେ ସୋମବାର ସନ୍ଧ୍ୟାରେ ଏକ କାର୍ରେ ହୋଇଥିବା ଶକ୍ତିଶାଳୀ ବିସ୍ଫୋରଣରେ ଅତିକମ୍ରେ ୮ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୪ ଜଣ ଆହତ ହୋଇଛନ୍ତି। ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ...