ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ… ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ ଅଘଟଣ। ଗାଁର ଚନ୍ଦ୍ରମଣି ପତିଙ୍କ ସ୍ତ୍ରୀ ରାଜଶ୍ରୀ ଅତ୍ୟଧିକ ଥଣ୍ଡାରୁ ଶନିବାର ସକାଳୁ...