ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ...