ରାଜଧାନୀରେ ନିଶାଦ୍ରବ୍ୟ ଖୁଆଇ ହୋଟେଲରେ ଯୁବତୀଙ୍କୁ ଗଣବଳାତ୍କାର, ତିନି ଅଭିଯୁକ୍ତ ଗିରଫ ଭୁବନେଶ୍ୱର,୧୪।୯: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ଘଟଣାରେ ଜଣେ ମହିଳାଙ୍କୁ ତାଙ୍କ ବଏଫ୍ରେଣ୍ଡ ଓ ତାଙ୍କର ଦୁଇ ସାଙ୍ଗ ମିଶି ଏକ ଲଜ୍ରେ ବଳାତ୍କାର କରିଛନ୍ତି। ଅଭିଯୁକ୍ତମାନେ ହେଲେ ଚନ୍ଦନ କୁମାର ହାତୀ, ପ୍ରସନ୍ନ କୁମାର ଆଚାର୍ଯ୍ୟ (ଜଗତସିଂହପୁରର ବିରିଡ଼ା...