ମହିଳାଙ୍କୁ କୁମାରୀତ୍ୱ ପରୀକ୍ଷା କରିବାକୁ ବାଧ୍ୟ କରାଯାଇପାରିବ ନାହିଁ: ଛତିଶଗଡ଼ ହାଇକୋର୍ଟ ବିଳାସପୁର,୩୧।୩: ଜଣେ ମହିଳାଙ୍କୁ କୁମାରୀତ୍ୱ ପରୀକ୍ଷା କରିବାକୁ ବାଧ୍ୟ କରାଯାଇପାରିବ ନାହିଁ କାରଣ ଏହା ସମ୍ବିଧାନର ଧାରା ୨୧ କୁ ଉଲ୍ଲଂଘନ କରେ, ଯାହା ଜୀବନ ଏବଂ ସ୍ୱାଧୀନତାର ସୁରକ୍ଷା ପାଇଁ ତାଙ୍କର ମୌଳିକ ଅଧିକାର, ମର୍ୟ୍ୟାଦାର ଅଧିକାର ସମେତ...