ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି। ସ୍ଥାନୀୟ ସଫେଇ କର୍ମଚାରୀ ସଫେଇ କରୁଥିବାବେଳେ ପୋତାଯାଇଥିବା ଅବସ୍ଥାରେ ମୃତ ମହିଳାଙ୍କ ଆଙ୍ଗୁଠି…