ଏହି ଦିନ ଆସିବ ଦ୍ବିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା: ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ ଭୁବନେଶ୍ୱର,୨୯।୯: ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ପାଇଁ ଲାଗି ରହିଥିବା କଳ୍ପନା ଜଳ୍ପନାର ଏକ ପ୍ରକାର ଅନ୍ତ ଘଟିଛି। ଦ୍ବିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ଅକ୍ଟୋବର ୯ରେ ଆସିବ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏ ନେଇ ରବିବାର ସୂଚନା ଦେଇଛନ୍ତି।...